Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 21:14 - ପବିତ୍ର ବାଇବଲ

14 ସେ ବିଧବା, ପରିତ୍ୟକ୍ତା, କଳଙ୍କିନୀ କିମ୍ବା ବେଶ୍ୟାକୁ ବିବାହ କରିବା ଉଚିତ୍ ନୁହେଁ। ସେ ଆପଣା ଲୋକମାନଙ୍କ ମଧ୍ୟରୁ କେବଳ ଏକ କୁଆଁରୀ କନ୍ୟାକୁ ବିବାହ କରିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ବିଧବା କି ତ୍ୟକ୍ତା କି କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ।

Gade chapit la Kopi

ଓଡିଆ ବାଇବେଲ

14 ବିଧବା, ତ୍ୟକ୍ତା, କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ବିଧବା, ତ୍ୟକ୍ତା, କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ।

Gade chapit la Kopi




ଲେବୀୟ ପୁସ୍ତକ 21:14
5 Referans Kwoze  

“ଜଣେ ଯାଜକ ତା'ର ପରମେଶ୍ୱରଙ୍କର ପବିତ୍ର ସେବକ। ତେଣୁ ସେ କୌଣସି ବେଶ୍ୟାକୁ, କଳିଙ୍କିନୀକୁ କିମ୍ବା ସ୍ୱାମୀ ପରିତ୍ୟକ୍ତା ନାରୀକୁ ବିବାହ କରିବା ଉଚିତ୍ ନୁହଁ।


ପୁଣି ସେମାନେ ବିଧବା କିମ୍ବା ସ୍ୱାମୀ ପରିତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ। ସେମାନେ ଇସ୍ରାଏଲ ବଂଶଜାତ ଅନୁଢ଼ା କୁମାରୀ କିମ୍ବା ମୃତ ଯାଜକର ବିଧବାକୁ ବିବାହ କରିବେ।


“ମହାଯାଜକ କେବଳ ଜଣେ ଅନୁଢ଼ାକୁ ବା କୁମାରୀକୁ ବିବାହ କରିବ।


ଆଉ ସେ ନିଜ ଲୋକମାନଙ୍କ ମଧ୍ୟରେ ନିଜ ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।”


ସେ ସ୍ତ୍ରୀ ତା'ର ଗୃହରୁ ବାହାରି ଗଲାପରେ ଅନ୍ୟ ପୁରୁଷର ସ୍ତ୍ରୀ ହୋଇ ପାରିବ।


Swiv nou:

Piblisite


Piblisite