Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 21:23 - ପବିତ୍ର ବାଇବଲ

23 ମାତ୍ର ବିଚ୍ଛେଦବସ୍ତ୍ରର ଭିତରକୁ ଯିବ ନାହିଁ କିମ୍ବା ଯଜ୍ଞବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି, ସେ ଆମ୍ଭର ପବିତ୍ର ସ୍ଥାନ ସକଳ ଅପବିତ୍ର କରିବ ନାହିଁ। କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ମାତ୍ର ବିଚ୍ଛେଦ-ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ। ଣ

Gade chapit la Kopi

ଓଡିଆ ବାଇବେଲ

23 ମାତ୍ର ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ମାତ୍ର ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ।”

Gade chapit la Kopi




ଲେବୀୟ ପୁସ୍ତକ 21:23
13 Referans Kwoze  

ଆଉ ଜଣେ ମହାଯାଜକ ପରମେଶ୍ୱରଙ୍କ ପବିତ୍ର ସ୍ଥାନରୁ ବାହାରିବ ନାହିଁ। କିମ୍ବା ଆପଣା ପରମେଶ୍ୱରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ। କାରଣ ପରମେଶ୍ୱରଙ୍କ ଅଭିଷେକାର୍ଥକ ତୈଳ ତାହା ମସ୍ତକରେ ଢଳାଯାଇ ତାଙ୍କୁ ମହାଯାଜକ ପଦରେ ଅଭିଷିକ୍ତ କରାଯାଇଛି। ଆମ୍ଭେ ସଦାପ୍ରଭୁ ଅଟୁ।


“ଏଣୁ ତୁମ୍ଭେ ଇସ୍ରାଏଲ ସନ୍ତନଗଣଙ୍କୁ ଅଶୁଚି ବିଷୟରେ ସତର୍କ କରିଦେବ। ଯଦି ତୁମ୍ଭେ ସେମାନଙ୍କୁ ବିଧି ବିଷୟରେ ନ ଜଣାଇବ, ତେବେ ସେମାନେ ଆମ୍ଭର ପବିତ୍ର ତମ୍ବୁକୁ ଅଶୁଚି କରି ଦେବେ। ଏଥିପାଇଁ ସେମାନେ ମୃତ୍ୟୁବରଣ କରିବେ।”


ତୁମ୍ଭେମାନେ ଅନ୍ଧ ଓ ମୂର୍ଖ! ଅଧିକ ବଡ଼ କିଏ? ସୁନା ନା ମନ୍ଦିର? ମନ୍ଦିର ସେହି ସୁନାକୁ ପବିତ୍ର କରିଥାଏ। ତେଣୁ ମନ୍ଦିର ଅଧିକ ବଡ଼।


ସେ ଆପଣା ପରମେଶ୍ୱରଙ୍କର ମହାପବିତ୍ର ବା ପବିତ୍ର ରୋଟୀ ଭୋଜନ କରିବ।


ଏହିପରି ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣଙ୍କୁ ଏହିସବୁ କହିଲେ।


“ଇସ୍ରାଏଲର ସମସ୍ତ ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ପବିତ୍ର ହେବ। କାରଣ ଆମ୍ଭେ ସଦାପ୍ରଭୁ କୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।


“ଏଣୁ ତୁମ୍ଭେମାନେ ନିଜକୁ ପବିତ୍ର କର ଓ ପବିତ୍ର ହୁଅ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ସେମାନେ ନିଶ୍ଚୟ ସେମାନଙ୍କର ପରମେଶ୍ୱରଙ୍କ ପାଇଁ ପବିତ୍ର ହେବେ। ସେମାନେ ସେମାନଙ୍କର ପରମେଶ୍ୱରଙ୍କ ନାମକୁ ଅପବିତ୍ର କରିବା ଉଚିତ୍ ନୁହେଁ। କାରଣ ସେମାନେ ସଦାପ୍ରଭୁଙ୍କୁ ଉପହାର ଦିଅନ୍ତି। ଅର୍ଥାତ୍ ପରମେଶ୍ୱରଙ୍କ ଖାଦ୍ୟ ସେମାନେ ଦିଅନ୍ତି। ତେଣୁ ସେମାନେ ନିଶ୍ଚୟ ପବିତ୍ର ହେବା ଉଚିତ୍।


ପୁଣି ତାହା ହୋଇପାରେ, ଯଦି ଯାଜକଗଣ ଇସ୍ରାଏଲୀୟମାନଙ୍କୁ ସେମାନଙ୍କର ନିଜର ପବିତ୍ର ନୈବେଦ୍ୟ ଖାଇବା ପାଇଁ ଅନୁମତି ଦେଇ ଜୋରୀମାନା କରି ପାରନ୍ତି। କାରଣ କେବଳ ମୁଁ ଯେ କି ନୈବେଦ୍ୟକୁ ପବିତ୍ର କରିଅଛି।”


ହେ ମୋର ପରମେଶ୍ୱର, ସେମାନଙ୍କୁ ସ୍ମରଣ କର। ଯେହେତୁ ସେମାନେ ଯାଜକପଦକୁ ଆଉ ଯାଜକ ପଦରେ ଓ ଲେବୀୟମାନଙ୍କର ନିୟମକୁ କଳଙ୍କିତ କରିଛନ୍ତି।


Swiv nou:

Piblisite


Piblisite