Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 21:24 - ପବିତ୍ର ବାଇବଲ

24 ଏହିପରି ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣଙ୍କୁ ଏହିସବୁ କହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଏହି ପ୍ରକାରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣକୁ ଓ ସମସ୍ତ ଇସ୍ରାଏଲ-ସନ୍ତାନମାନଙ୍କୁ ଏହି କଥା କହିଲେ।

Gade chapit la Kopi

ଓଡିଆ ବାଇବେଲ

24 ଏହି ପ୍ରକାରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସମସ୍ତ ଇସ୍ରାଏଲ ସନ୍ତାନଗଣଙ୍କୁ ଏହି କଥା କହିଲେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏହି ପ୍ରକାରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କହିଲେ।

Gade chapit la Kopi




ଲେବୀୟ ପୁସ୍ତକ 21:24
6 Referans Kwoze  

ମୁଁ ଶିକ୍ଷା ଦେଇଥିବା କଥାସବୁ ତୁମ୍ଭେ ଶୁଣିଛ। ଅନେକ ଅନ୍ୟ ଲୋକ ମଧ୍ୟ ସେହି କଥା ଶୁଣିଛନ୍ତି। ତୁମ୍ଭେ ସେହି ବିଷୟ ଗୁଡ଼ିକ ଶିକ୍ଷାଦେବା ଉଚିତ୍। ଯେଉଁ କେତେକଙ୍କୁ ତୁମ୍ଭେ ବିଶ୍ୱାସ କରି ପାରିବ, ସେମାନଙ୍କୁ ସେହି ଉପଦେଶଗୁଡ଼ିକ ଦିଅ। ତା'ହେଲେ ସେମାନେ ଅନ୍ୟଲୋକମାନଙ୍କୁ ସେହି ଉପଦେଶଗୁଡ଼ିକ ଦେଇ ପାରିବେ।


ତୀମଥି! ତୁମ୍ଭେ ମୋ’ ପୁତ୍ର ଭଳି। ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ଅତୀତରେ ତୁମ୍ଭ ବିଷୟରେ ଯାହାସବୁ ଭବିଷ୍ୟ‌‌ଦ୍‌‌‌‌ବାଣୀ କୁହା ଯାଇଥିଲା, ତା'ସହିତ ଏହି ଆଦେଶଟି ଏକମତ ଅଟେ। ମୁଁ ତୁମ୍ଭକୁ ଏଗୁଡ଼ିକ କହୁଛି, ଯେପରି ତୁମ୍ଭେ ସେହି ଭବିଷ୍ୟ‌‌ଦ୍‌‌‌‌ବାଣୀର ଅନୁସରଣ କରିବ ଓ ବିଶ୍ୱାସର ଉତ୍ତମ ଲଢ଼େଇ ଲଢ଼ି ପାରିବ।


ଆର୍ଖି‌ପ୍‌ପଙ୍କୁ କୁହ: “ପ୍ରଭୁ ଯେଉଁ କାମ ତୁମ୍ଭକୁ ଦେଇଛନ୍ତି, ତାହା ତୁମ୍ଭେ ନିଶ୍ଚିତ ହୋଇ କର।”


ମାତ୍ର ବିଚ୍ଛେଦବସ୍ତ୍ରର ଭିତରକୁ ଯିବ ନାହିଁ କିମ୍ବା ଯଜ୍ଞବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି, ସେ ଆମ୍ଭର ପବିତ୍ର ସ୍ଥାନ ସକଳ ଅପବିତ୍ର କରିବ ନାହିଁ। କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ।”


ଅନନ୍ତର ସଦାପ୍ରଭୁ ପରମେଶ୍ୱର ମୋଶାଙ୍କୁ କହିଲେ,


Swiv nou:

Piblisite


Piblisite