Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 21:3 - ପବିତ୍ର ବାଇବଲ

3 ପୁଣି ନିଜର ଅବିବାହିତା ଭଗିନୀର ମୃତ୍ୟୁ ହେଲେ ସେ ତା’ ପାଇଁ ଅଶୁଚି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ଵାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରିପାରିବ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ୱାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରି ପାରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ୱାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରି ପାରିବ।

Gade chapit la Kopi




ଲେବୀୟ ପୁସ୍ତକ 21:3
3 Referans Kwoze  

କେବଳ ନିଜର ନିକଟ ଜ୍ଞାତି ଅର୍ଥାତ୍ ନିଜର ପିତା, ମାତା, ପୁତ୍ର, କନ୍ୟା ଓ ଭ୍ରାତା ନିମନ୍ତେ ସେ ଅଶୁଚି ହେବ।


ମାତ୍ର ସେ ଯାଜକ ନିଜର କ୍ରୀତଦାସର ମୃତ୍ୟୁରେ ନିଜକୁ ଅଶୁଚି କରିବ ନାହିଁ।


ଯାଜକର କନ୍ୟା ଯଦି ଯାଜକ ଭିନ୍ନ ଅନ୍ୟ ଲୋକକୁ ବିବାହ କରେ ତେବେ ସେ ପବିତ୍ର ନୈବେଦ୍ୟ ମଧ୍ୟରୁ ଭୋଜନ କରିବ ନାହିଁ।


Swiv nou:

Piblisite


Piblisite