Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 21:4 - ପବିତ୍ର ବାଇବଲ

4 ମାତ୍ର ସେ ଯାଜକ ନିଜର କ୍ରୀତଦାସର ମୃତ୍ୟୁରେ ନିଜକୁ ଅଶୁଚି କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେ ଆପଣା ଲୋକମାନଙ୍କ ମଧ୍ୟରେ ସ୍ଵାମୀ ହେବାରୁ ଆପଣାକୁ ଅପବିତ୍ର କରିବା ପାଇଁ ଅଶୁଚି ହେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

4 ସେ ଆପଣା ଲୋକମାନଙ୍କ ମଧ୍ୟରେ ସ୍ୱାମୀ ହେବାରୁ ଆପଣାକୁ ଅପବିତ୍ର କରିବା ପାଇଁ ଅଶୁଚି ହେବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେ ଆପଣା ଲୋକମାନଙ୍କ ମଧ୍ୟରେ ସ୍ୱାମୀ ହେବାରୁ ଆପଣାକୁ ଅପବିତ୍ର କରିବା ପାଇଁ ଅଶୁଚି ହେବ ନାହିଁ।

Gade chapit la Kopi




ଲେବୀୟ ପୁସ୍ତକ 21:4
3 Referans Kwoze  

ପୁଣି ନିଜର ଅବିବାହିତା ଭଗିନୀର ମୃତ୍ୟୁ ହେଲେ ସେ ତା’ ପାଇଁ ଅଶୁଚି ହେବ।


“ଆଉ ଯାଜକଗଣ ସେମାନଙ୍କର ମସ୍ତକ ମୁଣ୍ଡନ କରିବେ ନାହିଁ। ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିମ୍ବା ନିଜ ନିଜ ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ।


Swiv nou:

Piblisite


Piblisite