ଲେବୀୟ ପୁସ୍ତକ 21:7 - ପବିତ୍ର ବାଇବଲ7 “ଜଣେ ଯାଜକ ତା'ର ପରମେଶ୍ୱରଙ୍କର ପବିତ୍ର ସେବକ। ତେଣୁ ସେ କୌଣସି ବେଶ୍ୟାକୁ, କଳିଙ୍କିନୀକୁ କିମ୍ବା ସ୍ୱାମୀ ପରିତ୍ୟକ୍ତା ନାରୀକୁ ବିବାହ କରିବା ଉଚିତ୍ ନୁହଁ। Gade chapit laପବିତ୍ର ବାଇବଲ (Re-edited) - (BSI)7 ସେମାନେ ବେଶ୍ୟାକୁ ଅବା କଳଙ୍କିନୀକି ବିବାହ କରିବେ ନାହିଁ ଓ ସ୍ଵାମୀତ୍ୟକ୍ତା ସ୍ତ୍ରୀକି ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର। Gade chapit laଓଡିଆ ବାଇବେଲ7 ସେମାନେ ବେଶ୍ୟାକୁ ଅବା କଳଙ୍କିନୀକୁ ବିବାହ କରିବେ ନାହିଁ ଓ ସ୍ୱାମୀତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନେ ବେଶ୍ୟାକୁ ଅବା କଳଙ୍କିନୀକୁ ବିବାହ କରିବେ ନାହିଁ ଓ ସ୍ୱାମୀତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର। Gade chapit la |
ସଦାପ୍ରଭୁ ଏହିକଥା କୁହନ୍ତି, “ହେ ଇସ୍ରାଏଲର ପୁତ୍ରଗଣ, ତୁମ୍ଭେମାନେ ଭାବୁଛ ଆମ୍ଭେ ତୁମ୍ଭର ମାତା ଯିରୁଶାଲମକୁ ତ୍ୟାଗ କରିଅଛୁ। ପ୍ରମାଣ ସ୍ୱରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ? ଏଠାରେ ଦେଖ, ତୁମ୍ଭେମାନେ ନିଜର ଅପରାଧ ପାଇଁ ବିକ୍ରୀ ହୋଇଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ୟକ୍ତା ହୋଇଥିଲେ।