ଲେବୀୟ ପୁସ୍ତକ 21:8 - ପବିତ୍ର ବାଇବଲ8 ତୁମ୍ଭେ ନିଶ୍ଚିତ ହୁଅ ଯେ, ଯାଜକ ପବିତ୍ର ଅଟେ। କାରଣ ସେ ତୁମ୍ଭର ପରମେଶ୍ୱରଙ୍କୁ ନୈବେଦ୍ୟ ଅର୍ପଣ କରିଥାଏ। ତୁମ୍ଭେ ତାକୁ ପବିତ୍ର ବୋଲି ବିବେଚନା କରିବା ଉଚିତ୍। କାରଣ ମୁଁ ସଦାପ୍ରଭୁ ଯିଏ ତୁମ୍ଭମାନଙ୍କୁ ପବିତ୍ର କରେ। ମୁଁ ନିଜେ ପବିତ୍ର। Gade chapit laପବିତ୍ର ବାଇବଲ (Re-edited) - (BSI)8 ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ଵରଙ୍କ ଭକ୍ଷ୍ୟ ଉତ୍ସର୍ଗ କରଇ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ। Gade chapit laଓଡିଆ ବାଇବେଲ8 ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରେ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରେ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ। Gade chapit la |
ତା'ହେଲେ ଯେଉଁ ଲୋକ ପରମେଶ୍ୱରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା’ ପାଇଁ କ’ଣ ଦଣ୍ଡବିଧାନ ହେବା ଉଚିତ୍? ଏହା ନିଶ୍ଚିତ ଯେ ତା'ର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ। ନୂତନ ନିୟମ ଆରମ୍ଭ କରି ଥିବା ରକ୍ତ ପ୍ରତି ଯେଉଁ ଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସେହି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ କାରଣ ସେହି ରକ୍ତ ସେହି ଲୋକକୁ ଥରେ ପବିତ୍ର କରିଥିଲା।