ଲେବୀୟ ପୁସ୍ତକ 22:11 - ପବିତ୍ର ବାଇବଲ11 ମାତ୍ର ଯାଜକର ରୂପାରେ କିଣା ଯାଇଥିବା କ୍ରୀତଦାସ ସେହି ପବିତ୍ର ଖାଦ୍ୟ ଭୋଜନ କରି ପାରିବ। ଆଉ ତା'ର ଗୃହଜାତ କ୍ରୀତଦାସମାନେ ତାହାର ଅନ୍ନ ଭୋଜନ କରି ପାରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ମାତ୍ର ଯାଜକ ଯେବେ କୌଣସି ପ୍ରାଣୀକି କିଣେ, ତେବେ ତାହାର ରୂପାରେ କିଣା ସେହି ଲୋକ ତାହା ଭୋଜନ କରିବ; ପୁଣି, ତାହାର ଗୃହଜାତ ଲୋକମାନେ ତାହାର ଅନ୍ନ ଭୋଜନ କରିବେ। Gade chapit laଓଡିଆ ବାଇବେଲ11 ମାତ୍ର ଯାଜକ ଯଦି କୌଣସି ପ୍ରାଣୀକୁ କ୍ରୟ କରେ, ତେବେ ତାହାର ରୂପାରେ କ୍ରୟ କରାଯାଇଥିବା ସେହି ଲୋକ ତାହା ଭୋଜନ କରିବ; ପୁଣି, ତାହାର ଗୃହରେ ଜନ୍ମ ହୋଇଥିବା ଲୋକମାନେ ତାହାର ଅନ୍ନ ଭୋଜନ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମାତ୍ର ଯାଜକ ଯଦି କୌଣସି ପ୍ରାଣୀକୁ କ୍ରୟ କରେ, ତେବେ ତାହାର ରୂପାରେ କ୍ରୟ କରାଯାଇଥିବା ସେହି ଲୋକ ତାହା ଭୋଜନ କରିବ; ପୁଣି, ତାହାର ଗୃହରେ ଜନ୍ମ ହୋଇଥିବା ଲୋକମାନେ ତାହାର ଅନ୍ନ ଭୋଜନ କରିବେ। Gade chapit la |