ଲେବୀୟ ପୁସ୍ତକ 22:19 - ପବିତ୍ର ବାଇବଲ19-20 ସେମାନେ ଗ୍ରାହ୍ୟ ହେବା ନିମନ୍ତେ ନିଖୁଣ ଅଣ୍ଡିରା ମେଷ, ଗୋରୁ କିମ୍ବା ପୁଂ ଛାଗ ଉତ୍ସର୍ଗ କରିବା ଉଚିତ୍। ମାତ୍ର ଖୁଣଥିବା ପ୍ରାଣୀକୁ ତୁମ୍ଭେମାନେ ଉତ୍ସର୍ଗ କରିବା ଉଚିତ୍ ନୁହଁ। କାରଣ ତାହା ନୈବେଦ୍ୟ ରୂପେ ଗ୍ରହଣୀୟ ନୁହେଁ। Gade chapit laପବିତ୍ର ବାଇବଲ (Re-edited) - (BSI)19 ସେମାନେ ଗ୍ରାହ୍ୟ ହେବା ନିମନ୍ତେ ଗୋରୁ କି ମେଷ କି ଛାଗ ମଧ୍ୟରୁ ନିଖୁଣ ପୁଂପଶୁ ଉତ୍ସର୍ଗ କରିବେ। Gade chapit laଓଡିଆ ବାଇବେଲ19 ସେମାନେ ଗ୍ରାହ୍ୟ ହେବା ନିମନ୍ତେ ଗୋରୁ କି ମେଷ କି ଛାଗ ମଧ୍ୟରୁ ନିଖୁନ୍ତ ପୁଂ ପଶୁ ଉତ୍ସର୍ଗ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେମାନେ ଗ୍ରାହ୍ୟ ହେବା ନିମନ୍ତେ ଗୋରୁ କି ମେଷ କି ଛାଗ ମଧ୍ୟରୁ ନିଖୁନ୍ତ ପୁଂପଶୁ ଉତ୍ସର୍ଗ କରିବେ। Gade chapit la |
ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।