Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 22:21 - ପବିତ୍ର ବାଇବଲ

21 “ମାତ୍ର କୌଣସି ଲୋକ ମାନସିକ ସିଦ୍ଧି ନିମନ୍ତେ ଅବା ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ ଅବା ପଲରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁଣ ପଶୁ ହେବ ଓ ତାହାଠାରେ କୌଣସି ଖୁଣ ନ ଥିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆଉ, କୌଣସି ଲୋକ ଯେବେ ମାନତ ସିଦ୍ଧି ନିମନ୍ତେ ଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ ଅବା ପଲରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁଣ ହେବ; ତାହାଠାରେ କୌଣସି ଖୁଣ ନ ଥିବ।

Gade chapit la Kopi

ଓଡିଆ ବାଇବେଲ

21 ଆଉ, କୌଣସି ଲୋକ ଯଦି ମାନତ ସିଦ୍ଧି ନିମନ୍ତେ ଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ (ଗାଈଗୋରୁ ପଲ) ଅବା ପଲରୁ (ମେଷ, ଛାଗ ପଲ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁନ୍ତ ହେବ; ତାହାଠାରେ କୌଣସି ଖୁଣ ନ ଥିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ, କୌଣସି ଲୋକ ଯଦି ମାନତ ସିଦ୍ଧି ନିମନ୍ତେ ଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ (ଗାଈଗୋରୁ ପଲ) ଅବା ପଲରୁ (ମେଷ, ଛାଗପଲ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁନ୍ତ ହେବ; ତାହାଠାରେ କୌଣସି ଖୁଣ ନ ଥିବ।

Gade chapit la Kopi




ଲେବୀୟ ପୁସ୍ତକ 22:21
13 Referans Kwoze  

“ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ଅବା ମାନସିକ ପୂରଣାର୍ଥକ ବଳି ନିମନ୍ତେ କିମ୍ବା ମଙ୍ଗଳାର୍ଥକ ଉପହାର ନିମନ୍ତେ ଯେବେ ଗୋବତ୍ସ ଉତ୍ସର୍ଗ କର,


ତୁମ୍ଭମାନଙ୍କ ପ୍ରତିଜ୍ଞା ପୂରଣ କରିବା ପାଇଁ କିମ୍ବା ସ୍ୱେଚ୍ଛାଦତ୍ତ ଉପହାର ପାଇଁ କିମ୍ବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମବଳି ଉତ୍ସର୍ଗ କରିବ।


“ଯେବେ କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷ କିମ୍ବା ଛେଳି ମଧ୍ୟରୁ ମଙ୍ଗଳାର୍ଥକ ନୈବେଦ୍ୟ ଉତ୍ସର୍ଗ କରେ ତେବେ ସେ ନିଖୁଣ ଅଣ୍ଡିରା କିମ୍ବା ମାଈ ମେଷ ବା ଛେଳି ଉତ୍ସର୍ଗ କରିବ।


“ଯେବେ କୌଣସି ବ୍ୟକ୍ତି ମଙ୍ଗଳାର୍ଥକ ନୈବେଦ୍ୟ ଉତ୍ସର୍ଗ କରୁଥାଏ, ତେବେ ସେ ତା'ର ପଲରୁ ଅଣ୍ଡିରା କିମ୍ବା ମାଈ ପଶୁଟିଏ ଆଣିବ। ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁଣ ପଶୁ ଆଣିବା ଉଚିତ୍।


ମଙ୍ଗଳାର୍ଥକ ବଳି ଅଛି। “ଆଜି ମୁଁ ମୋର ପ୍ରତିଜ୍ଞା ପୂର୍ଣ୍ଣ କରିଅଛି।


ସର୍ବୋପରିସ୍ଥ ପରମେଶ୍ୱରଙ୍କଠାରେ ତୁମ୍ଭେ ଯାହା ପ୍ରତିଜ୍ଞା କଲ, ତାଙ୍କୁ ଦିଅ। ତୁମ୍ଭର ବଳି ଉତ୍ସର୍ଗ କର।


ଏହା ପରେ ଯାକୁବ ଏକ ପ୍ରତିଜ୍ଞା କଲେ, ସେ କହିଲେ, “ଯଦି ପରମେଶ୍ୱର ମୋ’ ସହିତ ରହିବେ, ଯଦି ଏହି ଯାତ୍ରାରେ ପରମେଶ୍ୱର ମୋର ସହାୟ ହେବେ, ଯଦି ପରମେଶ୍ୱର ମୋତେ ଖାଦ୍ୟ ବସ୍ତ୍ର ଯୋଗାଇବେ।


ପ୍ରତ୍ୟେକ ପୁରୁଷ ଓ ସ୍ତ୍ରୀ ଯେଉଁମାନଙ୍କର ହୃଦୟ ସେମାନଙ୍କୁ ଉଦାର କଲା, ସଦାପ୍ରଭୁ ମୋଶାଙ୍କ ମାଧ୍ୟମରେ ଦେଇଥିବା ଆଜ୍ଞାନୁସାରେ କାର୍ଯ୍ୟ ପାଇଁ ଉପହାର ଆଣିଲେ। ତେଣୁ ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କ ନିକଟକୁ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଆଣିଲେ।


ଅନ୍ଧ, ଖଞ୍ଜ, ଛୋଟା, ଆବୁଆ, ଜାଦୁଆ, କି ରୁ‌‌‌‌ଗ୍‌‌‌‌ଣ ଏପରି ପଶୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ ନାହିଁ କିମ୍ବା ସେମାନଙ୍କୁ ସଦାପ୍ରଭୁଙ୍କୁ ନୈବେଦ୍ୟ ରୂପେ ଯଜ୍ଞବେଦି ଉପରେ ଉତ୍ସର୍ଗ କରିବ ନାହିଁ।


Swiv nou:

Piblisite


Piblisite