Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 22:5 - ପବିତ୍ର ବାଇବଲ

5 ଅବା ସେ ଯାହା ଦ୍ୱାରା ଅଶୁଚି ହୋଇପାରେ ଏପରି କୌଣସି ଉରୋଗାମୀ ଜନ୍ତୁକୁ କି କୌଣସି ପ୍ରକାର ଅଶୁଚି ମନୁଷ୍ୟକୁ ଛୁଁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଅଥବା ଯାହା ଦ୍ଵାରା ସେ ଅଶୁଚି ହୋଇପାରେ, ଏପରି କୌଣସି ଉରୋଗାମୀ ଜନ୍ତୁକୁ, କି କୌଣସି ପ୍ରକାର ଅଶୁଚି ମନୁଷ୍ୟକୁ ଛୁଏଁ,

Gade chapit la Kopi

ଓଡିଆ ବାଇବେଲ

5 ଅଥବା ଯାହା ଦ୍ୱାରା ସେ ଅଶୁଚି ହୋଇପାରେ, ଏପରି କୌଣସି ଉରୋଗାମୀ ଜନ୍ତୁକୁ, କି କୌଣସି ପ୍ରକାର ଅଶୁଚି ମନୁଷ୍ୟକୁ ଛୁଇଁବ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଅଥବା ଯାହା ଦ୍ୱାରା ସେ ଅଶୁଚି ହୋଇପାରେ, ଏପରି କୌଣସି ଉରୋଗାମୀ ଜନ୍ତୁକୁ, କି କୌଣସି ପ୍ରକାର ଅଶୁଚି ମନୁଷ୍ୟକୁ ଛୁଇଁବ,

Gade chapit la Kopi




ଲେବୀୟ ପୁସ୍ତକ 22:5
7 Referans Kwoze  

ଆଉ ଯଦି କେହି କ୍ଷରଣକାରୀଙ୍କୁ ଛୁଇଁବ ତେବେ ସେ ତା'ର ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


“ଆଉ ଯଦି କୌଣସି ସ୍ତ୍ରୀର ରଜସ୍ୱଳା ହୁଏ ଓ ତା'ର ଦେହରୁ ରକ୍ତ କ୍ଷରିତ ହୁଏ, ତେବେ ସେ ସାତ ଦିନ ପର୍ଯ୍ୟନ୍ତ ଅଶୌଚ ରହିବ। ଯେକେହି ତାକୁ ସେ ସମୟରେ ଛୁଇଁବ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


“ମାତ୍ର ଏମାନଙ୍କ ବ୍ୟତୀତ ଗ୍ଭରିଗୋଡ଼ିଆ ଉଡ଼ନ୍ତା ସମସ୍ତ ପତଙ୍ଗ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବ।


ଯଦି ସେ ସେହିସବୁ ଦ୍ରବ୍ୟ ଛୁଁଏ ତେବେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। ସେ ଆପଣା ଶରୀରକୁ ଜଳରେ ନ ଧୋଇବା ପର୍ଯ୍ୟନ୍ତ କୌଣସି ପବିତ୍ର ଖାଦ୍ୟ ଖାଇବ ନାହିଁ।


ଆଉ ସେହି ଅଶୁଚି ଲୋକ ଯଦି ଅନ୍ୟ କାହାରିକୁ ଛୁଏଁ, ତେବେ ସେ ମଧ୍ୟ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।”


Swiv nou:

Piblisite


Piblisite