Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 22:7 - ପବିତ୍ର ବାଇବଲ

7 ସୂର୍ଯ୍ୟାସ୍ତ ପରେ ସେ ପବିତ୍ର ଖାଦ୍ୟ ଭୋଜନ କରିବା ଉଚିତ୍। କାରଣ ପବିତ୍ର ଖାଦ୍ୟ ମଧ୍ୟରୁ କିଛି ଖାଦ୍ୟ ତାହାର ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହିଁ ଉତ୍ତାରେ ସୂର୍ଯ୍ୟ ଅସ୍ତ ହେଲେ, ସେ ଶୁଚି ହୋଇ ପବିତ୍ର ଦ୍ରବ୍ୟ ଭୋଜନ କରିବ, କାରଣ ତାହା ତାହାର ଖାଦ୍ୟ ଅଟେ।

Gade chapit la Kopi

ଓଡିଆ ବାଇବେଲ

7 ତହିଁ ଉତ୍ତାରେ ସୂର୍ଯ୍ୟ ଅସ୍ତ ହେଲେ, ସେ ଶୁଚି ହୋଇ ପବିତ୍ର ଦ୍ରବ୍ୟ ଭୋଜନ କରିବ, କାରଣ ତାହା ତାହାର ଖାଦ୍ୟ ଅଟେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହିଁ ଉତ୍ତାରେ ସୂର୍ଯ୍ୟ ଅସ୍ତ ହେଲେ, ସେ ଶୁଚି ହୋଇ ପବିତ୍ର ଦ୍ରବ୍ୟ ଭୋଜନ କରିବ, କାରଣ ତାହା ତାହାର ଖାଦ୍ୟ ଅଟେ।

Gade chapit la Kopi




ଲେବୀୟ ପୁସ୍ତକ 22:7
7 Referans Kwoze  

ସେ ଆପଣା ପରମେଶ୍ୱରଙ୍କର ମହାପବିତ୍ର ବା ପବିତ୍ର ରୋଟୀ ଭୋଜନ କରିବ।


ଆମ୍ଭର ଖାଇବା ଓ ପିଇବା ପାଇଁ କ’ଣ ଅଧିକାର ନାହିଁ?


ଯଦି ସେ ସେହିସବୁ ଦ୍ରବ୍ୟ ଛୁଁଏ ତେବେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। ସେ ଆପଣା ଶରୀରକୁ ଜଳରେ ନ ଧୋଇବା ପର୍ଯ୍ୟନ୍ତ କୌଣସି ପବିତ୍ର ଖାଦ୍ୟ ଖାଇବ ନାହିଁ।


ମହାପବିତ୍ର ବସ୍ତ୍ରର ଏହିସବୁ ଅଂଶଗୁଡ଼ିକ ତୁମ୍ଭର ହେବ। ଏହି ଅଂଶଗୁଡ଼ିକ ଦ‌ଗ୍‌ଧ ହେବା ଉଚିତ୍ ନୁହଁ ଯଥା: ସେମାନଙ୍କର ଶସ୍ୟ ନୈବେଦ୍ୟ ପାପାର୍ଥକ ବଳି ଓ ଦୋଷାର୍ଥକ ବଳି। ଏଗୁଡ଼ିକ ମହାପବିତ୍ର ଓ ତାହା ତୁମ୍ଭ ପାଇଁ ଏବଂ ତୁମ୍ଭର ଭବିଷ୍ୟଦ୍ ବଂଶଧରଙ୍କ ପାଇଁ।


Swiv nou:

Piblisite


Piblisite