Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 23:12 - ପବିତ୍ର ବାଇବଲ

12 “ପୁଣି ଯେଉଁ ଦିନ ତୁମ୍ଭେମାନେ ସେହି ବିଡ଼ା ଦୋଳାଇବ ସେହି ଦିନ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ଏକ ବର୍ଷୀୟ ନିଖୁଣ ମେଷବତ୍ସ ଗୋଟିଏ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ଯେଉଁ ଦିନ ତୁମ୍ଭେମାନେ ସେହି ବିଡ଼ା ଦୋଳାଇବ, ସେହି ଦିନ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ପ୍ରଥମବର୍ଷୀୟ ନିଖୁଣ ଏକ ମେଷବତ୍ସ ଉତ୍ସର୍ଗ କରିବ।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ଯେଉଁ ଦିନ ତୁମ୍ଭେମାନେ ସେହି ବିଡ଼ା ଦୋଳାଇବ, ସେହି ଦିନ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ପ୍ରଥମବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଉତ୍ସର୍ଗ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ଯେଉଁ ଦିନ ତୁମ୍ଭେମାନେ ସେହି ବିଡ଼ା ଦୋଳାଇବ, ସେହି ଦିନ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ପ୍ରଥମବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଉତ୍ସର୍ଗ କରିବ।

Gade chapit la Kopi




ଲେବୀୟ ପୁସ୍ତକ 23:12
7 Referans Kwoze  

ବରଂ ନିର୍ଦ୍ଦୋଷ ପବିତ୍ର ମେଷଶାବକ ଖ୍ରୀଷ୍ଟଙ୍କର ବହୁମୂଲ୍ୟ ରକ୍ତ ଦ୍ୱାରା ତୁମ୍ଭେ କିଣା ହୋଇଅଛ।


“ଯଦି ସେ ମେଷ କିମ୍ବା ଛାଗ ଆପଣା ପଲରୁ ହୋମବଳି ଉତ୍ସର୍ଗ କରେ, ତେବେ ତାହା ନିଖୁଣ ପୁଂପଶୁ ହୋଇଥିବ।


ଯେଉଁ ମେଷ ଶାବକଟିକୁ ନେବ ତାହା ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟବାନ ଓ ଏହା ଏକ ବର୍ଷର ପୁରୁଷ ମେଷ ହେବା ଆବଶ୍ୟକ। ଏହି ପଶୁଟି ଏକ ଯୁବାମେଷ କିମ୍ବା ଏକ ଛେଳି ଶାବକ ହେବା ଦରକାର।


ତହିଁରେ ସବୁଦିନ ପାଇଁ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବା ନିମନ୍ତେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ବିଡ଼ା ଟେକିବ। ବିଶ୍ରାମ ଦିନ ପରେ ସେ ଏହାକୁ ଝୁଲାଇବା ଉଚିତ୍।


ପୁଣି ଐଫାର ଦୁଇ ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ସେହି ଦିନ ଶସ୍ୟ ନୈବେଦ୍ୟ ରୂପେ ଉତ୍ସର୍ଗ କରାଯିବା ଉଚିତ୍। ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୁବାସିତ ନୈବେଦ୍ୟ ହେବ, ଆଉ ଏକ ଚତୁର୍ଥାଂଶ ଦ୍ରାକ୍ଷାରସ ତହିଁର ପେୟନୈବେଦ୍ୟ ରୂପେ ଉତ୍ସର୍ଗ କରାଯିବ।


“ସେ ଯଦି ନିଜ ଗୋଠରୁ ଗାଈ ହୋମବଳି ରୂପେ ଉତ୍ସର୍ଗ କରେ, ତେବେ ତାହା ନିଶ୍ଚିତ ନିଖୁଣ ଅଣ୍ଡିରା ବାଛୁରି ହୋଇଥିବ ଓ ସେ ତାକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ। ତାହାହେଲେ ତାହା ସଦାପ୍ରଭୁଙ୍କ ଦ୍ୱାରା ଗୃହୀତ ହେବ।


Swiv nou:

Piblisite


Piblisite