ଲେବୀୟ ପୁସ୍ତକ 23:14 - ପବିତ୍ର ବାଇବଲ14 ତୁମ୍ଭେମାନେ ଯେଉଁ ପର୍ଯ୍ୟନ୍ତ ନୂତନ ଶସ୍ୟର ନୈବେଦ୍ୟ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନ ଆଣିଛ ସେପର୍ଯ୍ୟନ୍ତ ତୁମ୍ଭେମାନେ ରୋଟୀ, କି ଭଜା ଶସ୍ୟ, କି ଫଳ ଖାଇବ ନାହିଁ। ତୁମ୍ଭମାନଙ୍କର ସମସ୍ତ ନିବାସସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବ୍ୟବସ୍ଥା ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)14 ପୁଣି, ତୁମ୍ଭେମାନେ ଯେଉଁ ଦିନଯାଏ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଏହି ଉପହାର ଆଣିନାହଁ, ସେହି ଦିନଯାଏ ତୁମ୍ଭେମାନେ ରୋଟୀ କି ଭଜାଶସ୍ୟ କି ଛିଣ୍ତା ଶିଷା ଖାଇବ ନାହିଁ; ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ। Gade chapit laଓଡିଆ ବାଇବେଲ14 ପୁଣି, ତୁମ୍ଭେମାନେ ଯେଉଁ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏହି ଉପହାର ଆଣି ନାହଁ, ସେହି ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ରୁଟି କି ଭଜାଶସ୍ୟ କି ଛିଣ୍ଡା ଶିଷା ଖାଇବ ନାହିଁ; ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ତୁମ୍ଭେମାନେ ଯେଉଁ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏହି ଉପହାର ଆଣି ନାହଁ, ସେହି ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ରୁଟି କି ଭଜା ଶସ୍ୟ କି ଛିଣ୍ଡା ଶିଷା ଖାଇବ ନାହିଁ; ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ। Gade chapit la |