ଲେବୀୟ ପୁସ୍ତକ 23:20 - ପବିତ୍ର ବାଇବଲ20 “ପୁଣି ଯାଜକ ପ୍ରଥମଜାତ ଫଳର ରୋଟୀ ସହିତ ଦୁଇ ମେଷବତ୍ସ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟରୂପେ ଦୋଳାଇବ। ତାହା ସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)20 ପୁଣି, ଯାଜକ ପ୍ରଥମଜାତ ଫଳର ରୋଟୀ ସହିତ ଓ ଦୁଇ ମେଷବତ୍ସ ସହିତ ତାହା ସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇବ; ତାହା ସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ। Gade chapit laଓଡିଆ ବାଇବେଲ20 ପୁଣି, ଯାଜକ ପ୍ରଥମ ଫଳର ରୁଟି ସହିତ ଓ ଦୁଇ ମେଷବତ୍ସ ମଧ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇବ; ତାହା ସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ଯାଜକ ପ୍ରଥମ ଫଳର ରୁଟି ସହିତ ଓ ଦୁଇ ମେଷବତ୍ସ ମଧ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇବ; ତାହାସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ। Gade chapit la |