ଲେବୀୟ ପୁସ୍ତକ 23:24 - ପବିତ୍ର ବାଇବଲ24 “ଇସ୍ରାଏଲର ସନ୍ତାନଗଣଙ୍କୁ ତୁମ୍ଭେ କୁହ, ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହାବିଶ୍ରାମ, ତୂରୀଧ୍ୱନି ଦ୍ୱାରା ସ୍ମରଣାର୍ଥକ ପବିତ୍ର ସଭା ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)24 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ସପ୍ତମ ମାସରେ, ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହାବିଶ୍ରାମ, ଅର୍ଥାତ୍, ତୂରୀଧ୍ଵନି ଦ୍ଵାରା ସ୍ମରଣାର୍ଥକ ପବିତ୍ର ସଭା ହେବ। Gade chapit laଓଡିଆ ବାଇବେଲ24 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ସପ୍ତମ ମାସରେ, ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହାବିଶ୍ରାମ, ଅର୍ଥାତ୍, ତୂରୀଧ୍ୱନୀ ଦ୍ୱାରା ସ୍ମରଣାର୍ଥକ ପବିତ୍ର ସଭା ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ସପ୍ତମ ମାସରେ, ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହା ବିଶ୍ରାମ, ଅର୍ଥାତ୍, ତୂରୀଧ୍ୱନି ଦ୍ୱାରା ସ୍ମରଣାର୍ଥକ ପବିତ୍ର ସଭା ହେବ। Gade chapit la |
ତୂରୀ ବାଦକ ଓ ଗାୟକ ଲୋକମାନେ ଜଣେ ବ୍ୟକ୍ତି ତୁଲ୍ୟ ଥିଲେ। ଯେତେବେଳେ ସଦାପ୍ରଭୁଙ୍କର ପ୍ରଶଂସା ଓ ଧନ୍ୟବାଦ ଗାନ କରାଗଲା ସେମାନେ ଏକ ଶବ୍ଦ କଲେ। ସେମାନେ ତୂରୀ, ଗିନି ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚସ୍ୱର କଲେ। ସେମାନେ ଏହି ଗୀତ ଗାଇ ସଦାପ୍ରଭୁଙ୍କର ପ୍ରଶଂସା କଲେ, “କାରଣ ସେ ମଙ୍ଗଳମୟ। ତାଙ୍କର ସତ୍ୟ ପ୍ରେମ ଅନନ୍ତକାଳସ୍ଥାୟୀ ଅଟେ।” ଏହା ପରେ, ସଦାପ୍ରଭୁଙ୍କ ମନ୍ଦିର ମେଘ ଦ୍ୱାରା ପୂର୍ଣ୍ଣ ହେଲା।