Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 23:25 - ପବିତ୍ର ବାଇବଲ

25 ତୁମ୍ଭେମାନେ ସେହି ଦିନ କୌଣସି ବ୍ୟବସାୟିକ କିମ୍ବା କୌଣସି କର୍ମ କରିବା ଉଚିତ୍ ନୁହେଁ। ମାତ୍ର ସଦାପ୍ରଭୁଙ୍କୁ ନୈବେଦ୍ୟ ଉତ୍ସର୍ଗ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।

Gade chapit la Kopi

ଓଡିଆ ବାଇବେଲ

25 ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।’”

Gade chapit la Kopi




ଲେବୀୟ ପୁସ୍ତକ 23:25
5 Referans Kwoze  

ଠିକ୍ ସେହି ଦିନ ତୁମ୍ଭେମାନେ ଏକ ପବିତ୍ର ସଭା ପାଇଁ ଘୋଷଣା କରିବ। ସେହି ଦିନ କୌଣସି ବ୍ୟବସାୟ କର୍ମ କରିବ ନାହିଁ। ଏହା ତୁମ୍ଭମାନଙ୍କ ସମସ୍ତ ଗୃହରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।


ପର୍ବର ପ୍ରଥମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ। ସେଦିନ ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


ପ୍ରଥମ ଦିନରେ ପବିତ୍ର ସଭା ହେବ, ତୁମ୍ଭେମାନେ କୌଣସି ବ୍ୟବସାୟିକ କର୍ମ କରିବ ନାହିଁ।


ସପ୍ତମ ମାସର ପ୍ରଥମ ଦିନରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଆରମ୍ଭ କଲେ। ମାତ୍ର ସେ ସମୟରେ ସଦାପ୍ରଭୁଙ୍କ ମନ୍ଦିରର ମୂଳ ଭିତ୍ତି ଆରମ୍ଭ ହୋଇ ନ ଥିଲା।


Swiv nou:

Piblisite


Piblisite