ଲେବୀୟ ପୁସ୍ତକ 23:34 - ପବିତ୍ର ବାଇବଲ34 “ତୁମ୍ଭେ ଇସ୍ରାଏଲର ସନ୍ତାନଗଣଙ୍କୁ କୁହ, ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ପାଳିତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)34 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର-ପର୍ବ ହେବ। Gade chapit laଓଡିଆ ବାଇବେଲ34 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ହେବ। Gade chapit la |
ସେହି ସମସ୍ତ ମହାନ ଲୋକ ମୃତ୍ୟୁ ପର୍ଯ୍ୟନ୍ତ ନିଜର ବିଶ୍ୱାସ ସହିତ ଜୀବିତ ରହିଲେ। ପରମେଶ୍ୱର ନିଜ ଲୋକଙ୍କୁ ପ୍ରତିଜ୍ଞା କରିଥିବା ବସ୍ତୁମାନ ସେହି ଲୋକମାନେ ପାଇଲେ ନାହିଁ। ସେମାନେ ଖାଲି ଦେଖିଲେ ଯେ, ସେହି ବିଷୟ ଗୁଡ଼ିକ ସୁଦୂର ଭବିଷ୍ୟତରେ ଆସିବ, ଓ ସେମାନେ (ସେତିକିରେ) ଖୁସୀ ହେଲେ। ସେମାନେ ଗ୍ରହଣ କରି ନେଲେ ଯେ ସେମାନେ ଏହି ପୃଥିବୀରେ ଯାତ୍ରୀ ଓ ଅପରିଚିତ ବ୍ୟକ୍ତି ଅଟନ୍ତି।