Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 23:36 - ପବିତ୍ର ବାଇବଲ

36 ସାତ ଦିନ ଯାଏ ତୁମ୍ଭେମାନେ ସଦାପ୍ରଭୁଙ୍କୁ ନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍, ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବା ଉଚିତ୍ ଓ ତୁମ୍ଭେମାନେ ସଦାପ୍ରଭୁଙ୍କ ନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍। ତାହା ଏକ ମହାନ୍ ସଭା ଅଟେ, ତୁମ୍ଭେମାନେ କୌଣସି ବ୍ୟବସାୟିକ କର୍ମ କରିବା ଉଚିତ୍ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ସାତ ଦିନଯାଏ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ତାହା ମହାସଭା ଅଟେ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହଁ।

Gade chapit la Kopi

ଓଡିଆ ବାଇବେଲ

36 ସାତ ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ତାହା ମହାସଭା ଅଟେ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ସାତ ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ତାହା ମହାସଭା ଅଟେ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହଁ।

Gade chapit la Kopi




ଲେବୀୟ ପୁସ୍ତକ 23:36
8 Referans Kwoze  

ଆହୁରି ସେ ପ୍ରଥମ ଦିନାବଧି ଶେଷଦିନ ପର୍ଯ୍ୟନ୍ତ ପ୍ରତିଦିନ ପରମେଶ୍ୱରଙ୍କ ବ୍ୟବସ୍ଥା ପୁସ୍ତକରୁ ପାଠ କଲେ। ପୁଣି ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ପର୍ବ ପାଳନ କଲେ। ଆଉ ନିୟମ ଅନୁସାରେ ଅଷ୍ଟମ ଦିନ ମହାସଭା ହେଲା।


ପର୍ବର ଶେଷ ଦିନ ଆସିଲା। ସେହି ପ୍ରଧାନ ଦିନରେ ଯୀଶୁ ଠିଆ ହୋଇ ଉଚ୍ଚ ସ୍ୱରରେ କହିଲେ, “ଯଦି କୌଣସି ଲୋକ ତୃଷାର୍ତ୍ତ, ତେବେ ସେ ମୋ’ ନିକଟକୁ ଆସି ପାନକରୁ।


ସିୟୋନରେ ତୂରୀ ବଜାଅ। ମହାସଭା ପାଇଁ ଆହ୍ୱାନ କର। ପ୍ରଭୁଙ୍କ ପାଇଁ ଉପବାସ କରିବାକୁ ଆହ୍ୱାନ କର।


ଲୋକମାନଙ୍କୁ କୁହ ଯେ, ଉପବାସ ପାଇଁ ଗୋଟିଏ ସ୍ୱତନ୍ତ୍ର ସମୟ ହେବ। ସମସ୍ତ ଲୋକଙ୍କୁ ଏକ ସ୍ୱତନ୍ତ୍ର ସଭାକୁ ଆହ୍ୱାନ କର। ପ୍ରାଚୀନ ଲୋକମାନଙ୍କୁ ଓ ନାଗରିକମାନଙ୍କୁ ଏକତ୍ରିତ କର। ସେମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିରକୁ ଆଣି ସାରିଲା ପରେ ପରମେଶ୍ୱରଙ୍କୁ ପ୍ରାର୍ଥନା କରିବାକୁ ସେମାନଙ୍କୁ କୁହ।


ତୁମ୍ଭେମାନେ ଛଅ ଦିନ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ, ପୁଣି ସପ୍ତମ ଦିନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମହାସଭା ହେବ। ତହିଁରେ ତୁମ୍ଭେ କୌଣସି କାର୍ଯ୍ୟ କରିବ ନାହିଁ।


ପର୍ବର ପ୍ରଥମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ। ସେଦିନ ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।


Swiv nou:

Piblisite


Piblisite