ଲେବୀୟ ପୁସ୍ତକ 23:4 - ପବିତ୍ର ବାଇବଲ4 “ଏଗୁଡ଼ିକ ସଦାପ୍ରଭୁଙ୍କ ନିରୂପିତ ପର୍ବ। ତୁମ୍ଭେମାନେ ସେହି ନିରୂପିତ ଦିନରେ ପବିତ୍ର ସଭା ଘୋଷଣା କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେମାନେ ନିରୂପିତ ସମୟରେ ସଦାପ୍ରଭୁଙ୍କ ସ୍ଥାପିତ ପର୍ବ, ଅର୍ଥାତ୍, ପବିତ୍ର ସଭା ବୋଲି ଯାହା ଘୋଷଣା କରିବ, ତାହା ଏହି। Gade chapit laଓଡିଆ ବାଇବେଲ4 ତୁମ୍ଭେମାନେ ନିରୂପିତ ସମୟରେ ସଦାପ୍ରଭୁଙ୍କ ସ୍ଥାପିତ ପର୍ବ, ଅର୍ଥାତ୍, ପବିତ୍ର ସଭା ବୋଲି ଯାହା ଘୋଷଣା କରିବ, ତାହା ଏହି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭେମାନେ ନିରୂପିତ ସମୟରେ ସଦାପ୍ରଭୁଙ୍କ ସ୍ଥାପିତ ପର୍ବ, ଅର୍ଥାତ୍, ପବିତ୍ର ସଭା ବୋଲି ଯାହା ଘୋଷଣା କରିବ, ତାହା ଏହି। Gade chapit la |
ସେମାନେ ଯେତେବେଳେ ଏହା ଶୁଣିଲେ, ସେମାନେ ଏହି ବାର୍ତ୍ତା ଯିରୁଶାଲମକୁ ଓ ସେମାନଙ୍କ ସମସ୍ତ ନଗରକୁ ପଠାଇଲେ। “ପର୍ବତମୟ ଦେଶକୁ ଯାଅ ଏବଂ ଅଲିଭ ବୃକ୍ଷରୁ ଡାଳ, ଜଙ୍ଗଲି ଅଲିଭି ତୁଲ୍ୟ, ମେହେନ୍ଦି ବୃକ୍ଷର ଶାଖା, ଖଜୁରୀ ଶାଖା ଓ ଗହଳିଆ ଶାଖା ସଂଗ୍ରହ କର। ଏହି ଶାଖାଗୁଡ଼ିର କ୍ଷଣସ୍ଥାୟୀ ପତ୍ରକୂଟୀର ତିଆରି କରିବାରେ ବ୍ୟବହାର କର। ଏହିପରି କର କାରଣ ତାହା ବ୍ୟବସ୍ଥା ପୁସ୍ତକରେ ଲିଖିତ ଅଛି।”
ହେ ଯିହୁଦା ଗ୍ଭହଁ! ପର୍ବତ ଆଡ଼କୁ ଗ୍ଭହଁ। ଜଣେ ଦୂତ ଉତ୍ତମ ସନ୍ଦେଶ ଆଣି ଆସୁଛନ୍ତି। ସେ କୁହନ୍ତି, ଶାନ୍ତି ଆସିଛି। ହେ ଯିହୁଦା, ତୁମ୍ଭର ଉତ୍ସବ ପାଳନ କର। ତୁମ୍ଭର ଶପଥ ପୂର୍ଣ୍ଣ କର। ସେହି ମନ୍ଦ ଲୋକ ଆଉ ଆସିବେ ନାହିଁ। ସେମାନେ ତୁମ୍ଭମାନଙ୍କୁ ପୁନର୍ବାର ଆକ୍ରମଣ କରି ପାରିବେ ନାହିଁ। କାହିଁକି ସେମାନେ ଆକ୍ରମଣ କରି ପାରିବେ ନାହିଁ? କାରଣ ସେହି ମନ୍ଦ ଲୋକମାନେ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ପାଇଛନ୍ତି।