Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 23:44 - ପବିତ୍ର ବାଇବଲ

44 ତହୁଁ ମୋଶା ଇସ୍ରାଏଲ ସନ୍ତାନଗଣଙ୍କୁ ସଦାପ୍ରଭୁଙ୍କ ସମ୍ମାନାର୍ଥେ ସ୍ଥାପିତ ସମସ୍ତ ପର୍ବ ବିଷୟରେ କହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କର ସ୍ଥାପିତ ସମସ୍ତ ପର୍ବର କଥା କହିଲେ।

Gade chapit la Kopi

ଓଡିଆ ବାଇବେଲ

44 ତହୁଁ ମୋଶା ଇସ୍ରାଏଲ ସନ୍ତାନଗଣକୁ ସଦାପ୍ରଭୁଙ୍କର ସମସ୍ତ ସ୍ଥାପିତ ପର୍ବର କଥା କହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କର ସମସ୍ତ ସ୍ଥାପିତ ପର୍ବର କଥା କହିଲେ।

Gade chapit la Kopi




ଲେବୀୟ ପୁସ୍ତକ 23:44
5 Referans Kwoze  

ଏ କଥା ସତ୍ୟ। କାରଣ ଯେଉଁଠାରେ, ମୋ’ ନାମରେ ବିଶ୍ୱାସ କରୁଥିବା ଦୁଇତିନି ଜଣ ଲୋକ ଏକାଠି ହୁଅନ୍ତି, ମୁଁ ସେଠାରେ ସେମାନଙ୍କ ସହିତ ଅଛି।”


ଏହିପରି ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣଙ୍କୁ ଏହିସବୁ କହିଲେ।


“ଏହିସବୁ ସଦାପ୍ରଭୁଙ୍କର ପାଇଁ ସ୍ୱତନ୍ତ୍ର ପର୍ବ, ଯାହା ତୁମ୍ଭେ ପବିତ୍ର ସଭାପରି ପ୍ରକାଶ କରିଥାଅ, ସେଥିରେ ତୁମ୍ଭେମାନେ ପ୍ରତ୍ୟେକ ପର୍ବର ନିରୂପିତ ଦିନରେ ସଦାପ୍ରଭୁଙ୍କୁ ନୈବେଦ୍ୟ, ହୋମବଳି, ଶସ୍ୟ ନୈବେଦ୍ୟ, ବଳିଦାନ ଓ ପେୟନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍। ଏହା ତୁମ୍ଭେମାନେ ପବିତ୍ର ସଭାରେ ଘୋଷଣା କରିବା ଉଚିତ୍


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


Swiv nou:

Piblisite


Piblisite