ଲେବୀୟ ପୁସ୍ତକ 23:8 - ପବିତ୍ର ବାଇବଲ8 ମାତ୍ର ତୁମ୍ଭେମାନେ ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ଉତ୍ସର୍ଗ କରିବା ଉଚିତ୍। ସପ୍ତମ ଦିନରେ ବିଶେଷ ସଭା ହେବ। ତୁମ୍ଭେମାନେ ସେଦିନ କୌଣସି ବ୍ୟବସାୟ କିମ୍ବା କୌଣସି ଚିରାଚରିତ କର୍ମ କରିବା ଉଚିତ୍ ନୁହେଁ।” Gade chapit laପବିତ୍ର ବାଇବଲ (Re-edited) - (BSI)8 ମାତ୍ର ତୁମ୍ଭେମାନେ ସାତ ଦିନଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ସପ୍ତମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ। Gade chapit laଓଡିଆ ବାଇବେଲ8 ମାତ୍ର ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ସପ୍ତମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ସପ୍ତମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।” Gade chapit la |