ଲେବୀୟ ପୁସ୍ତକ 24:11 - ପବିତ୍ର ବାଇବଲ11 ସେହି ଇସ୍ରାଏଲୀୟ ସ୍ତ୍ରୀର ସନ୍ତାନ ସଦାପ୍ରଭୁଙ୍କ ନାମକୁ ନିନ୍ଦା କରି ଅଭିଶାପ ଦେଲା। ତେଣୁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ। ସେହି ଇସ୍ରାଏଲୀୟ ସ୍ତ୍ରୀର ନାମ ଶଲେମୀତ୍ ଓ ସେ ଦାନ୍ ବଂଶୀୟ ଦିବ୍ରିର କନ୍ୟା ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)11 ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ) ନାମକୁ ନିନ୍ଦା କରି ଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ। ତାହାର ମାତାର ନାମ ଶଲୋମୀତ୍, ସେ ଦାନ ବଂଶୀୟ ଦିବ୍ରିର କନ୍ୟା ଥିଲା। Gade chapit laଓଡିଆ ବାଇବେଲ11 ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ) ନାମକୁ ନିନ୍ଦା କରି ଅଭିଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ; ତାହାର ମାତାର ନାମ ଶଲୋମୀତ୍, ସେ ଦାନ୍ ବଂଶୀୟ ଦିବ୍ରିର କନ୍ୟା ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ) ନାମକୁ ନିନ୍ଦା କରି ଅଭିଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ; ତାହାର ମାତାର ନାମ ଶଲୋମୀତ୍, ସେ ଦାନ୍ ବଂଶୀୟ ଦିବ୍ରିର କନ୍ୟା ଥିଲା। Gade chapit la |