ଲେବୀୟ ପୁସ୍ତକ 24:5 - ପବିତ୍ର ବାଇବଲ5 “ଆଉ ତୁମ୍ଭେ ସରୁ ମଇଦା ନେଇ ତହିଁରେ ବାରଗୋଟି ପିଠା ପ୍ରସ୍ତୁତ କରିବ, ପ୍ରତ୍ୟେକ ପିଠା ଏକ ଐଫାର ଦୁଇ ଦଶମାଂଶ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଆଉ, ତୁମ୍ଭେ ସରୁ ମଇଦା ନେଇ ତହିଁରେ ବାରଗୋଟି ପିଠା ପ୍ରସ୍ତୁତ କରିବ; ପ୍ରତ୍ୟେକ ପିଠା ଏକ ଐଫାର ଦୁଇ ଦଶମାଂଶ ହେବ। Gade chapit laଓଡିଆ ବାଇବେଲ5 ଆଉ, ତୁମ୍ଭେ ସରୁ ମଇଦା ନେଇ ତହିଁରେ ବାରଗୋଟି ପିଠା ପ୍ରସ୍ତୁତ କରିବ; ପ୍ରତ୍ୟେକ ପିଠା ଏକ ଐଫାର ଦୁଇ ଦଶମାଂଶ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ, ତୁମ୍ଭେ ସରୁ ମଇଦା ନେଇ ତହିଁରେ ବାରଗୋଟି ପିଠା ପ୍ରସ୍ତୁତ କରିବ; ପ୍ରତ୍ୟେକ ପିଠା ଏକ ଐଫାର ଦୁଇ ଦଶମାଂଶ ହେବ। Gade chapit la |
ସେମାନେ ପ୍ରତି ପ୍ରଭାତରେ ଓ ପ୍ରତି ସନ୍ଧ୍ୟାରେ ସଦାପ୍ରଭୁଙ୍କ ନିକଟରେ ହୋମବଳି ଓ ସୁଗନ୍ଧି ଧୂପ ଉତ୍ସର୍ଗ କରନ୍ତି। ସେମାନେ ମନ୍ଦିର ମଧ୍ୟରେ ଥିବା ବିଶେଷ ମେଜ ଉପରେ ଧାଡ଼ିରେ ରୋଟୀ ସଜାଇ ରଖନ୍ତି। ଆଉ ସେମାନେ ସୁବର୍ଣ୍ଣ ପ୍ରଦୀପଧାର ଗୁଡ଼ିକର ଯତ୍ନ ନିଅନ୍ତି, ତେଣୁ ପ୍ରତ୍ୟେକ ସନ୍ଧ୍ୟାରେ ପ୍ରଦୀପ ଝକ୍ମକ୍ କରେ। ଆମ୍ଭେମାନେ ଅତି ଯତ୍ନପୂର୍ବକ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ସେବା କରୁ। କିନ୍ତୁ ତୁମ୍ଭେମାନେ ତାଙ୍କୁ ସମ୍ପୂର୍ଣ୍ଣ ରୂପେ ତ୍ୟାଗ କରିଅଛ।