Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 25:11 - ପବିତ୍ର ବାଇବଲ

11 ସେହି ପଗ୍ଭଶତମ ବର୍ଷ ବ୍ୟାପି ତୁମ୍ଭମାନଙ୍କ ନିମନ୍ତେ ଯୋବେଲ ହେବ। ତୁମ୍ଭେମାନେ କ୍ଷେତ୍ରରେ ଶସ୍ୟ ବୁଣିବ ନାହିଁ କିମ୍ବା ଆପେ ବଢ଼ିଥିବା ଶସ୍ୟ କାଟିବ ନାହିଁ ଓ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେହି ପଚାଶତମ ବର୍ଷ ବ୍ୟାପୀ ତୁମ୍ଭମାନଙ୍କ ନିମନ୍ତେ ଯୋବେଲ ହେବ; ତୁମ୍ଭେମାନେ ବୁଣିବ ନାହିଁ; କିଅବା ଯେଉଁ ଶସ୍ୟ ଆପେ ବଢ଼େ, ତାହା କାଟିବ ନାହିଁ ଓ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

11 ସେହି ପଚାଶତମ ବର୍ଷ ବ୍ୟାପୀ ତୁମ୍ଭମାନଙ୍କ ନିମନ୍ତେ ଯୁବ୍‍ଲୀ ହେବ; ତୁମ୍ଭେମାନେ ବୁଣିବ ନାହିଁ କିଅବା ଯେଉଁ ଶସ୍ୟ ଆପେ ବଢ଼େ, ତାହା କାଟିବ ନାହିଁ ଓ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେହି ପଚାଶତମ ବର୍ଷ ବ୍ୟାପି ତୁମ୍ଭମାନଙ୍କ ନିମନ୍ତେ ଯୋବେଲ ହେବ; ତୁମ୍ଭେମାନେ ବୁଣିବ ନାହିଁ କିଅବା ଯେଉଁ ଶସ୍ୟ ଆପେ ବଢ଼େ, ତାହା କାଟିବ ନାହିଁ ଓ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ।

Gade chapit la Kopi




ଲେବୀୟ ପୁସ୍ତକ 25:11
5 Referans Kwoze  

ଯଦି ଜଣେ ମନୁଷ୍ୟ ମହୋଲ୍ଲାସ-ଉତ୍ସବ ବର୍ଷରେ ଆପଣା କ୍ଷେତ୍ର ଉତ୍ସର୍ଗ କରେ, ତେବେ ଯାଜକର ନିରୂପିତ ମୂଲ୍ୟ ଅନୁସାରେ ତାହାର ମୂଲ୍ୟ ସ୍ଥିର ହେବ।


ପୁଣି ତୁମ୍ଭେ ପଗ୍ଭଶତମ ବର୍ଷକୁ ପବିତ୍ରରୂପେ ବିବେଚନା କରିବ। ସମୁଦାୟ ଦେଶରେ ପ୍ରତ୍ୟେକ ବାସିନ୍ଦାମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ। ତାହା ତୁମ୍ଭମାନଙ୍କ ନିମନ୍ତେ ‘ଯୋବେଲ’ (ମହୋଲ୍ଲାସ ଉତ୍ସବ) ହେବ। ତୁମ୍ଭେମାନେ ସମସ୍ତେ ନିଜ ନିଜର ସମ୍ପତ୍ତି ନିକଟକୁ ଫେରିଯିବ ଓ ପ୍ରତ୍ୟେକ ନିଜ ନିଜ ବଂଶ ନିକଟକୁ ଫେରିଯିବ।


କାରଣ ସେହି ବର୍ଷ ମହୋଲ୍ଲାସ-ଉତ୍ସବ ଅଟେ, ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ। ତଥାପି ତୁମ୍ଭେମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟାଦି ଖାଇ ପାରିବ।


ତା'ପରେ ସଦାପ୍ରଭୁ ହିଜକିୟଙ୍କୁ କହିଲେ, “ଏହା ତୁମ୍ଭ ପାଇଁ ଏକ ଚିହ୍ନ ହେବ। ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟରୁ ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟରୁ ଭୋଜନ କରିବ। ପୁଣି ତୃତୀୟ ବର୍ଷ ବୀଜ ବୁଣି ପ୍ରଚୁର ଶସ୍ୟଅମଳ କରିବ ଓ ଦ୍ରାକ୍ଷାକ୍ଷେତ୍ର କରି ତାହାର ଫଳ ଭୋଗ କରିବ।


Swiv nou:

Piblisite


Piblisite