Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 25:16 - ପବିତ୍ର ବାଇବଲ

16 ତୁମ୍ଭେ ମହୋଲ୍ଲାସ-ଉତ୍ସବ ବର୍ଷର ଆଧିକ୍ୟ ଅନୁସାରେ ତହିଁର ମୂଲ୍ୟ ବୃଦ୍ଧି କରିବ ଓ ବର୍ଷର ନ୍ୟୂନତା ଅନୁସାରେ ମୂଲ୍ୟ ଊଣା କରିବ, କାରଣ ସେ ତୁମ୍ଭକୁ ବର୍ଷର ସଂଖ୍ୟା ଅନୁସାରେ ଭୂମି ଜାତ ଦ୍ରବ୍ୟ ବିକ୍ରୟ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତୁମ୍ଭେ ବର୍ଷର ଆଧିକ୍ୟ ଅନୁସାରେ ତହିଁର ମୂଲ୍ୟ ବୃଦ୍ଧି କରିବ ଓ ବର୍ଷର ନ୍ୟୂନତାନୁସାରେ ମୂଲ୍ୟ ଊଣା କରିବ; କାରଣ ସେ ତୁମ୍ଭକୁ ଫଳ-ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ଭୂମି ବିକ୍ରୟ କରିବ।

Gade chapit la Kopi

ଓଡିଆ ବାଇବେଲ

16 ତୁମ୍ଭେ ବର୍ଷର ଆଧିକ୍ୟ ଅନୁସାରେ ତହିଁର ମୂଲ୍ୟ ବୃଦ୍ଧି କରିବ ଓ ବର୍ଷର ନ୍ୟୂନତାନୁସାରେ ମୂଲ୍ୟ ଊଣା କରିବ; କାରଣ ସେ ତୁମ୍ଭକୁ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ଭୂମି ବିକ୍ରୟ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତୁମ୍ଭେ ବର୍ଷର ଆଧିକ୍ୟ ଅନୁସାରେ ତହିଁର ମୂଲ୍ୟ ବୃଦ୍ଧି କରିବ ଓ ବର୍ଷର ନ୍ୟୂନତାନୁସାରେ ମୂଲ୍ୟ ଊଣା କରିବ; କାରଣ ସେ ତୁମ୍ଭକୁ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ଭୂମି ବିକ୍ରୟ କରିବ।

Gade chapit la Kopi




ଲେବୀୟ ପୁସ୍ତକ 25:16
4 Referans Kwoze  

ଯେବେ ମହୋଲ୍ଲାସ-ଉତ୍ସବ ବର୍ଷକୁ ଅନେକ ବର୍ଷ ବାକିଥାଏ ତେବେ କ୍ରୟ ମୂଲ୍ୟର ଏକ ବଡ଼ ଅଂଶ ତାକୁ ଫେରାଇ ଦେବ।


ସେ ଭୂମି ବିକ୍ରୀ ହେଲା ବର୍ଷର ଗଣନା କରୁ ଓ ତଦନୁସାରେ ଅତିରିକ୍ତ ମୂଲ୍ୟ କ୍ରୟକର୍ତ୍ତାକୁ ଫେରାଇ ଦେଉ। ତହିଁରେ ସେ ପୁନର୍ବାର ନିଜର ଅଧିକାର ଫେରି ପାଇବ।


ତୁମ୍ଭେ ମହୋଲ୍ଲାସ-ଉତ୍ସବ ପରବର୍ଷର ସଂଖ୍ୟା ଅନୁସାରେ ଆପଣା ପ୍ରତିବାସୀଠାରୁ କିଣିବ ଓ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟା ଅନୁସାରେ ସେ ତୁମ୍ଭଠାରେ ବିକ୍ରୟ କରିବ।


ମାତ୍ର ଯଦି ସେ ମହୋଲ୍ଲାସ-ଉତ୍ସବ ପରେ ଆପଣା କ୍ଷେତ୍ର ଉତ୍ସର୍ଗ କରେ, ତେବେ ଯାଜକ ମହୋଲ୍ଲାସ-ଉତ୍ସବ ବର୍ଷ ପର୍ଯ୍ୟନ୍ତ ଅବଶିଷ୍ଟ ବର୍ଷର ସଂଖ୍ୟା ଅନୁସାରେ ତା’ ସହିତ ମୂଲ୍ୟର ଗଣନା କରିବ। ପୁଣି ତଦନୁସାରେ ତା'ର ନିରୂପିତ ମୂଲ୍ୟରୁ ଊଣା କରାଯିବ।


Swiv nou:

Piblisite


Piblisite