Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 25:3 - ପବିତ୍ର ବାଇବଲ

3 ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ନିଜ ନିଜ କ୍ଷେତ୍ରରେ ବୀଜ ବୁଣିବ ଓ ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ନିଜ ଦ୍ରାକ୍ଷାଲତା ଝାଡ଼ିବ ଓ ତହିଁର ଫଳ ସଂଗ୍ରହ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା କ୍ଷେତ୍ରରେ ବୀଜ ବୁଣିବ ଓ ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା ଦ୍ରାକ୍ଷାଲତା ଝାଡ଼ିବ ଓ ତହିଁର ଫଳ ସଂଗ୍ରହ କରିବ;

Gade chapit la Kopi

ଓଡିଆ ବାଇବେଲ

3 ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା କ୍ଷେତ୍ରରେ ବୀଜ ବୁଣିବ ଓ ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା ଦ୍ରାକ୍ଷାଲତା ଝାଡ଼ିବ ଓ ତହିଁର ଫଳ ସଂଗ୍ରହ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା କ୍ଷେତ୍ରରେ ବୀଜ ବୁଣିବ ଓ ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା ଦ୍ରାକ୍ଷାଲତା ଝାଡ଼ିବ ଓ ତହିଁର ଫଳ ସଂଗ୍ରହ କରିବ।

Gade chapit la Kopi




ଲେବୀୟ ପୁସ୍ତକ 25:3
3 Referans Kwoze  

“ମଞ୍ଜି ବୁଣା, ଶସ୍ୟଅମଳ କର, ଭୂମିକୁ ଛଅ ବର୍ଷ ପାଇଁ ଫସଲ କର।


କିନ୍ତୁ ସପ୍ତମ ବର୍ଷ ଜମିରେ ଆଉ ଫସଲ କର ନାହିଁ। ସପ୍ତମ ବର୍ଷଟି ଭୂମିକୁ ପଡ଼ିଆ ରଖ। ଏହି ସମୟରେ ତୁମ୍ଭର କ୍ଷେତ୍ରରେ କୌଣସି ଫସଲ କର ନାହିଁ। ଯଦି କୌଣସି ଫସଲ ହୁଏ ତେବେ ଦରିଦ୍ର ଲୋକମାନଙ୍କ ପାଇଁ ଛାଡ଼ିଦିଅ ଏବଂ ଅବଶିଷ୍ଟକୁ ବଣ୍ୟଜନ୍ତୁମାନଙ୍କୁ ଖାଇବାକୁ ଛାଡ଼ିଦିଅ। ଏପରିକି ତୁମ୍ଭମାନଙ୍କର ଦ୍ରାକ୍ଷାକ୍ଷେତ୍ର ଏବଂ ଜୀତବୃକ୍ଷ ଥିବା କ୍ଷେତ୍ର ପାଇଁ ଏହିପରି କର।


“ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ କରିବ।


Swiv nou:

Piblisite


Piblisite