ଲେବୀୟ ପୁସ୍ତକ 25:5 - ପବିତ୍ର ବାଇବଲ5 ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ହୋଇଥିବ, ତାକୁ ତୁମ୍ଭେମାନେ କାଟିବ ନାହିଁ କିମ୍ବା ତୁମ୍ଭ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ। ତାହା ଭୂମିର ମହାବିଶ୍ରାମ ବର୍ଷ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ବଢ଼େ, ତାହା ତୁମ୍ଭେ କାଟିବ ନାହିଁ ଓ ତୁମ୍ଭେ ଆପଣା ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ; ତାହା ଭୂମିର ମହାବିଶ୍ରାମ-ବର୍ଷ ହେବ। Gade chapit laଓଡିଆ ବାଇବେଲ5 ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ବଢ଼େ, ତାହା ତୁମ୍ଭେ କାଟିବ ନାହିଁ ଓ ତୁମ୍ଭେ ଆପଣା ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ; ତାହା ଭୂମିର ମହାବିଶ୍ରାମ ବର୍ଷ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ବଢ଼େ, ତାହା ତୁମ୍ଭେ କାଟିବ ନାହିଁ ଓ ତୁମ୍ଭେ ଆପଣା ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ; ତାହା ଭୂମିର ମହା ବିଶ୍ରାମ ବର୍ଷ ହେବ। Gade chapit la |