Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 25:51 - ପବିତ୍ର ବାଇବଲ

51 ଯେବେ ମହୋଲ୍ଲାସ-ଉତ୍ସବ ବର୍ଷକୁ ଅନେକ ବର୍ଷ ବାକିଥାଏ ତେବେ କ୍ରୟ ମୂଲ୍ୟର ଏକ ବଡ଼ ଅଂଶ ତାକୁ ଫେରାଇ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ଯେବେ ଅନେକ ବର୍ଷ ବାକୀ ଥାଏ, ତେବେ ତଦନୁସାରେ ସେ କ୍ରୟମୂଲ୍ୟରୁ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ।

Gade chapit la Kopi

ଓଡିଆ ବାଇବେଲ

51 ଯଦି ଅନେକ ବର୍ଷ ବାକି ଥାଏ, ତେବେ ତଦନୁସାରେ ସେ କ୍ରୟମୂଲ୍ୟରୁ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ଯଦି ଅନେକ ବର୍ଷ ବାକି ଥାଏ, ତେବେ ତଦନୁସାରେ ସେ କ୍ରୟମୂଲ୍ୟରୁ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ।

Gade chapit la Kopi




ଲେବୀୟ ପୁସ୍ତକ 25:51
5 Referans Kwoze  

ତୁମ୍ଭେ ମହୋଲ୍ଲାସ-ଉତ୍ସବ ବର୍ଷର ଆଧିକ୍ୟ ଅନୁସାରେ ତହିଁର ମୂଲ୍ୟ ବୃଦ୍ଧି କରିବ ଓ ବର୍ଷର ନ୍ୟୂନତା ଅନୁସାରେ ମୂଲ୍ୟ ଊଣା କରିବ, କାରଣ ସେ ତୁମ୍ଭକୁ ବର୍ଷର ସଂଖ୍ୟା ଅନୁସାରେ ଭୂମି ଜାତ ଦ୍ରବ୍ୟ ବିକ୍ରୟ କରିବ।


“ତହିଁରେ ତାହାର ବିକ୍ରୟ ବର୍ଷଠାରୁ ମହୋଲ୍ଲାସ-ଉତ୍ସବ ବର୍ଷ ପର୍ଯ୍ୟନ୍ତ ସେ କ୍ରୟକର୍ତ୍ତା ସହିତ ଗଣନା କରିବ, ପୁଣି ବିକ୍ରୟ ବର୍ଷର ସଂଖ୍ୟା ଅନୁସାରେ ତାହାର ମୂଲ୍ୟ ହେବ; ବର୍ତ୍ତନଜୀବୀର ଦିନ ତୁଲ୍ୟ ତାହାର ଦାସତ୍ୱ ହେବ।


ଯଦି ମହୋଲ୍ଲାସ-ଉତ୍ସବ ବର୍ଷ ପର୍ଯ୍ୟନ୍ତ ଅଳ୍ପ ବର୍ଷ ବାକି ଥାଏ, ତେବେ ତାହା ସହିତ ସେ ଗଣନା କରିବ, ସେହି ବର୍ଷ ଅନୁସାରେ ସେ ଆପଣା କ୍ରୟ ମୂଲ୍ୟର ଏକ ଛୋଟ ଅଂଶ ତାକୁ ଫେରାଇ ଦେବ।


ଲୋକମାନେ ସେମାନଙ୍କର ଭୂମି ବିକ୍ରୟ କରି ପାରନ୍ତି, ମାତ୍ର ପରିବାର ସେହି ଜମି ସର୍ବଦା ଫେରି ପାଇବେ।


ମାତ୍ର ଯଦି ସେ ମହୋଲ୍ଲାସ-ଉତ୍ସବ ପରେ ଆପଣା କ୍ଷେତ୍ର ଉତ୍ସର୍ଗ କରେ, ତେବେ ଯାଜକ ମହୋଲ୍ଲାସ-ଉତ୍ସବ ବର୍ଷ ପର୍ଯ୍ୟନ୍ତ ଅବଶିଷ୍ଟ ବର୍ଷର ସଂଖ୍ୟା ଅନୁସାରେ ତା’ ସହିତ ମୂଲ୍ୟର ଗଣନା କରିବ। ପୁଣି ତଦନୁସାରେ ତା'ର ନିରୂପିତ ମୂଲ୍ୟରୁ ଊଣା କରାଯିବ।


Swiv nou:

Piblisite


Piblisite