ଲେବୀୟ ପୁସ୍ତକ 26:19 - ପବିତ୍ର ବାଇବଲ19 ପୁଣି ଆମ୍ଭେ ତୁମ୍ଭର ବଳର ଗର୍ବକୁ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶକୁ ଲୌହତୁଲ୍ୟ ଓ ଭୂମିକୁ ପିତ୍ତଳତୁଲ୍ୟ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)19 ପୁଣି ଆମ୍ଭେ ତୁମ୍ଭମାନଙ୍କ ବଳର ଗର୍ବ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶ ଲୌହ ତୁଲ୍ୟ ଓ ଭୂମି ପିତ୍ତଳ ତୁଲ୍ୟ କରିବା। Gade chapit laଓଡିଆ ବାଇବେଲ19 ପୁଣି ଆମ୍ଭେ ତୁମ୍ଭମାନଙ୍କ ବଳର ଗର୍ବ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶ ଲୌହ ତୁଲ୍ୟ ଓ ଭୂମି ପିତ୍ତଳ ତୁଲ୍ୟ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି ଆମ୍ଭେ ତୁମ୍ଭମାନଙ୍କ ବଳର ଗର୍ବ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶ ଲୌହ ତୁଲ୍ୟ ଓ ଭୂମି ପିତ୍ତଳ ତୁଲ୍ୟ କରିବା। Gade chapit la |
ଏଲିୟ ତିଶ୍ବୀୟର ଭବିଷ୍ୟଦ୍ବକ୍ତା ଗିଲିୟଦରେ ରାଜା ଆହାବଙ୍କୁ କହିଲେ, ଗିଲିୟଦର ପ୍ରବାସୀ ତିଶ୍ବୀୟ ଏଲିୟ ଭବିଷ୍ୟଦ୍ବକ୍ତା ରାଜା ଆହାବଙ୍କୁ କହିଲେ, “ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ସେବା କରେ। ତାଙ୍କର ଶକ୍ତି ଅନୁସାରେ ମୁଁ ପ୍ରତିଜ୍ଞା କରୁଛି ଆସନ୍ତା କିଛି ବର୍ଷ ଦେଶରେ କାକର କି ବୃଷ୍ଟିପାତ ହେବ ନାହିଁ। ଯଦି ମୁଁ ଆଦେଶ ଦିଏ ତେବେ ବର୍ଷା ହେବ।”