ଲେବୀୟ ପୁସ୍ତକ 26:21 - ପବିତ୍ର ବାଇବଲ21 “ଆଉ ଯଦି ତୁମ୍ଭେମାନେ ପୁନର୍ବାର ଆମ୍ଭର ପ୍ରତିକୂଳାଚରଣ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କୁ ସାତଗୁଣ କ୍ଳେଶ ଦେବା। ତୁମ୍ଭେମାନେ ଯେତେ ଅଧିକ ପାପ କରିବ ସେତେ ଅଧିକ ଦଣ୍ତ ପାଇବ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଆଉ ଯେବେ ତୁମ୍ଭେମାନେ ଆମ୍ଭର ପ୍ରତିକୂଳାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଳେଶ ଦେବା। Gade chapit laଓଡିଆ ବାଇବେଲ21 ଆଉ, ଯଦି ତୁମ୍ଭେମାନେ ଆମ୍ଭର ବିରୁଦ୍ଧାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଲେଶ ଦେବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ, ଯଦି ତୁମ୍ଭେମାନେ ଆମ୍ଭର ବିରୁଦ୍ଧାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଲେଶ ଦେବା। Gade chapit la |