Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 26:24 - ପବିତ୍ର ବାଇବଲ

24 ଆମ୍ଭେ ତୁମ୍ଭମାନଙ୍କର ପ୍ରତିକୂଳାଚରଣ କରିବା ଓ ତୁମ୍ଭମାନଙ୍କ ପାପ ସକାଶେ ଆମ୍ଭେ ତୁମ୍ଭମାନଙ୍କୁ ସାତଗୁଣ ଦଣ୍ତିତ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କର ପ୍ରତିକୂଳାଚରଣ କରିବା ଓ ତୁମ୍ଭମାନଙ୍କୁ ପ୍ରହାର କରିବା, ଆମ୍ଭେ ନିଜେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ପ୍ରହାର କରିବା।

Gade chapit la Kopi

ଓଡିଆ ବାଇବେଲ

24 ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ତୁମ୍ଭମାନଙ୍କୁ ପ୍ରହାର କରିବା, ଆମ୍ଭେ ନିଜେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ପ୍ରହାର କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ତୁମ୍ଭମାନଙ୍କୁ ପ୍ରହାର କରିବା, ଆମ୍ଭେ ନିଜେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ପ୍ରହାର କରିବା।

Gade chapit la Kopi




ଲେବୀୟ ପୁସ୍ତକ 26:24
9 Referans Kwoze  

ସଦାପ୍ରଭୁ ତୁମ୍ଭେ ମହାନ ଓ ଯେଉଁମାନେ ଉତ୍ତମ ତଥା ନିର୍ମଳ ହୃଦୟର, ତୁମ୍ଭେ ସେହିମାନଙ୍କ ପାଇଁ ପବିତ୍ର ଅଟ। କିନ୍ତୁ ତୁମ୍ଭେ ଦୁଷ୍ଟ ଲୋକ ପ୍ରତି ଆପଣାକୁ ଚତୁର ଦେଖାଇବ।


ହେ ସଦାପ୍ରଭୁ, ତୁମ୍ଭେ ମହାନ ଓ ଯେଉଁମାନେ ଉତ୍ତମ ତଥା ନିର୍ମଳ ହୃଦୟର ତୁମ୍ଭେ ସେହିମାନଙ୍କ ପାଇଁ ପବିତ୍ର ଅଟ। କିନ୍ତୁ ତୁମ୍ଭେ ଦୁଷ୍ଟ ଲୋକମାନଙ୍କ ଅପେକ୍ଷା ଅଧିକ ଚତୁର ଅଟ।


ମାତ୍ର ସେମାନେ ସଦାପ୍ରଭୁଙ୍କ ବିପକ୍ଷରେ ବିଦ୍ରୋହ କଲେ ଓ ତାଙ୍କର ପବିତ୍ରଆତ୍ମାକୁ ଦୁଃଖିତ କଲେ। ତେଣୁ ସେ ସେମାନଙ୍କର ଶତ୍ରୁ ହୋଇଗଲେ ଓ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।


ପରମେଶ୍ୱର ଅତି ବିଜ୍ଞ ଓ ଶକ୍ତିଶାଳୀ ଅଟନ୍ତି। କେହି ତାଙ୍କ ବିରୁଦ୍ଧରେ ଛିଡ଼ା ହୋଇ କେବେ ଅକ୍ଷତ ରହିପାରିବ ନାହିଁ।


“ଏସବୁ ହେଲା ପରେ ଯେବେ ତୁମ୍ଭେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ ତେବେ ଆମ୍ଭେ ତୁମ୍ଭମାନଙ୍କର ପାପ ଯୋଗୁଁ ତୁମ୍ଭମାନଙ୍କୁ ସାତଗୁଣ ଅଧିକ ଦଣ୍ତ ଦେବା।


“ଆଉ ଯଦି ତୁମ୍ଭେମାନେ ପୁନର୍ବାର ଆମ୍ଭର ପ୍ରତିକୂଳାଚରଣ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କୁ ସାତଗୁଣ କ୍ଳେଶ ଦେବା। ତୁମ୍ଭେମାନେ ଯେତେ ଅଧିକ ପାପ କରିବ ସେତେ ଅଧିକ ଦଣ୍ତ ପାଇବ।


ତେବେ ଆମ୍ଭେ କ୍ରୋଧରେ ତୁମ୍ଭମାନଙ୍କର ପ୍ରତିକୂଳାଚରଣ କରିବା ଓ ତୁମ୍ଭମାନଙ୍କ ପାପ ଯୋଗୁଁ ତୁମ୍ଭମାନଙ୍କୁ ସାତଗୁଣ ଶାସ୍ତି ଦେବା।


ଆଉ ମଧ୍ୟ ସେମାନେ ଆମ୍ଭର ପ୍ରତିକୂଳାଚରଣ କରିବା ହେତୁ ଆମ୍ଭେ ମଧ୍ୟ ସେମାନଙ୍କର ପ୍ରତିକୂଳାଚରଣ କଲୁ। ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶରୁ ଆଣିଲୁ, ଏହା ସେମାନେ ସ୍ୱୀକାର କରିବେ। ତହିଁରେ ଯେବେ ସେମାନଙ୍କ ହୃଦୟ ନମ୍ର ହେବ ଓ ସେମାନେ ନିଜ ନିଜ ଅପରାଧର ଦଣ୍ତ ଗ୍ରହଣ କରିବେ।


“ପରମେଶ୍ୱର କହିଲେ, ହେ ମନୁଷ୍ୟ ପୁତ୍ର, ତୁମ୍ଭେ କରତାଳି ଦେଇ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କର। ସେହି ‌‌ଖ‌ଡ଼୍‌ଗ ଦୁଇ ଥର ଏପରିକି ତିନିଥର ଆଘାତ କର। ଏହି ‌‌ଖ‌ଡ଼୍‌ଗ ବହୁତ ଲୋକମାନଙ୍କୁ ହତ୍ୟା କରିବ। ମହାଘାତକ ‌‌ଖ‌ଡ଼୍‌ଗ ସେମାନଙ୍କୁ ହତ୍ୟା କରିବ।


Swiv nou:

Piblisite


Piblisite