ଲେବୀୟ ପୁସ୍ତକ 26:26 - ପବିତ୍ର ବାଇବଲ26 ଯେତେବେଳେ ଆମ୍ଭେ ତୁମ୍ଭମାନଙ୍କର ରୋଟୀ ପଠାଇବା ବନ୍ଦ କରିବା, ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୋଟୀ ପାକ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୋଟୀ ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)26 ଆମ୍ଭେ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗିଲେ ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୋଟୀ ପାକ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୋଟୀ ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ। Gade chapit laଓଡିଆ ବାଇବେଲ26 ଆମ୍ଭେ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗିଲେ ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୁଟି ରନ୍ଧନ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୁଟି ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆମ୍ଭେ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗିଲେ ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୁଟି ରନ୍ଧନ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୁଟି ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ। Gade chapit la |
ତୁମ୍ଭେ ବହୁ ମଞ୍ଜି ବୁଣୁଛ କିନ୍ତୁ ଅଳ୍ପ ଶସ୍ୟଅମଳ କରୁଛ। ତୁମ୍ଭର ଖାଇବାକୁ ଖାଦ୍ୟ ଅଛି କିନ୍ତୁ ପେଟ ପୁରିବାକୁ ପ୍ରଚୁର ନାହିଁ। ତୁମ୍ଭର ପାନୀୟ ପାଇଁ ଅଳ୍ପ ଦ୍ରାକ୍ଷାରସ ଅଛି। କିନ୍ତୁ ତାହା ତୁମ୍ଭର ଗ୍ଭହିଦା ପୂରଣ ପାଇଁ ଯଥେଷ୍ଟ ନୁହେଁ। ତୁମ୍ଭର ଯଦିଓ କିଛି ବସ୍ତ୍ର ପିନ୍ଧିବାକୁ ଅଛି ତାହା ତୁମ୍ଭମାନଙ୍କୁ ଉଷୁମ ରଖିବାକୁ ଯଥେଷ୍ଟ ନୁହେଁ। ତୁମ୍ଭେମାନେ ଧନ ଅର୍ଜ୍ଜନ କରୁଛ କିନ୍ତୁ ତାହା କୁଆଡ଼େ ଗ୍ଭଲି ଯାଉଛି ତୁମ୍ଭେ ଜାଣିପାରୁ ନାହଁ, ଯେପରିକି ତୁମ୍ଭ ପକେଟରେ ଥିବା କଣା ବାଟେ ସେସବୁ ଗ୍ଭଲି ଯାଉଛି।’”