Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 26:27 - ପବିତ୍ର ବାଇବଲ

27 “ଏହା ହେଲା ପରେ ଯଦି ତୁମ୍ଭେମାନେ ଆମ୍ଭ କଥା ଶୁଣିବ ନାହିଁ ଓ ଆମ୍ଭର ପ୍ରତିକୂଳାଚରଣ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଏହା ହେଲେ ହେଁ ଯେବେ ତୁମ୍ଭେମାନେ ଆମ୍ଭ କଥା ଶୁଣିବ ନାହିଁ, ମାତ୍ର ଆମ୍ଭର ପ୍ରତିକୂଳାଚରଣ କରିବ;

Gade chapit la Kopi

ଓଡିଆ ବାଇବେଲ

27 ଏହା ହେଲେ ହେଁ ଯଦି ତୁମ୍ଭେମାନେ ଆମ୍ଭ କଥା ଶୁଣିବ ନାହିଁ, ମାତ୍ର ଆମ୍ଭର ବିରୁଦ୍ଧାଚରଣ କରିବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏହା ହେଲେ ହେଁ ଯଦି ତୁମ୍ଭେମାନେ ଆମ୍ଭ କଥା ଶୁଣିବ ନାହିଁ, ମାତ୍ର ଆମ୍ଭର ବିରୁଦ୍ଧାଚରଣ କରିବ;

Gade chapit la Kopi




ଲେବୀୟ ପୁସ୍ତକ 26:27
6 Referans Kwoze  

ଆମ୍ଭେ ତୁମ୍ଭମାନଙ୍କର ପ୍ରତିକୂଳାଚରଣ କରିବା ଓ ତୁମ୍ଭମାନଙ୍କ ପାପ ସକାଶେ ଆମ୍ଭେ ତୁମ୍ଭମାନଙ୍କୁ ସାତଗୁଣ ଦଣ୍ତିତ କରିବା।


“ଆଉ ଯଦି ତୁମ୍ଭେମାନେ ପୁନର୍ବାର ଆମ୍ଭର ପ୍ରତିକୂଳାଚରଣ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କୁ ସାତଗୁଣ କ୍ଳେଶ ଦେବା। ତୁମ୍ଭେମାନେ ଯେତେ ଅଧିକ ପାପ କରିବ ସେତେ ଅଧିକ ଦଣ୍ତ ପାଇବ।


ଯେତେବେଳେ ଆମ୍ଭେ ତୁମ୍ଭମାନଙ୍କର ରୋଟୀ ପଠାଇବା ବନ୍ଦ କରିବା, ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୋଟୀ ପାକ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୋଟୀ ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ।


ତେବେ ଆମ୍ଭେ କ୍ରୋଧରେ ତୁମ୍ଭମାନଙ୍କର ପ୍ରତିକୂଳାଚରଣ କରିବା ଓ ତୁମ୍ଭମାନଙ୍କ ପାପ ଯୋଗୁଁ ତୁମ୍ଭମାନଙ୍କୁ ସାତଗୁଣ ଶାସ୍ତି ଦେବା।


ତେଣୁ ଆମ୍ଭେମାନେ ମୋର ପୁଅକୁ ସିଦ୍ଧ କରି ଖାଇଲୁ। ପରଦିନ ମୁଁ ସେ ସ୍ତ୍ରୀଲୋକକୁ କହିଲି, ‘ତୁମ୍ଭ ପୁତ୍ରକୁ ଦିଅ, ଆମ୍ଭେମାନେ ତାକୁ ମାରି ଖାଇବା।’ କିନ୍ତୁ ସେ ତା’ ପୁଅକୁ ଲୁଗ୍ଭଇ ଅଛି।”


ସଦାପ୍ରଭୁ ତୁମ୍ଭମାନଙ୍କ ଆଗରେ ଅନ୍ୟ ଦେଶକୁ ଧ୍ୱଂସ କରିଛନ୍ତି। କିନ୍ତୁ ତୁମ୍ଭେମାନେ ଯଦି ଅନ୍ୟ ଦେବତାଗଣଙ୍କୁ ମାନ, ତେବେ ଅନ୍ୟ ଲୋକମାନଙ୍କ ପରି ସେ ତୁମ୍ଭମାନଙ୍କୁ ଧ୍ୱଂସ କରିବେ। କାରଣ ତୁମ୍ଭେମାନେ ତାଙ୍କର ଆଜ୍ଞା ମାନିଲ ନାହିଁ।


Swiv nou:

Piblisite


Piblisite