ଲେବୀୟ ପୁସ୍ତକ 26:3 - ପବିତ୍ର ବାଇବଲ3 “ତୁମ୍ଭେ ଯଦି ତାହା କର, ତେବେ ଆମ୍ଭର କରୁଣା ଦୃଷ୍ଟି ପାଇବ। ଦରକାର ଅନୁସାରେ ତୁମ୍ଭେ ବୃଷ୍ଟି ପାଇବ। ଆମ୍ଭର ସମସ୍ତ ବ୍ୟବସ୍ଥା ଓ ଆଜ୍ଞା ପାଳନ କର ଓ ମାନି ଚଳ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଯେବେ ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚଳିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ; Gade chapit laଓଡିଆ ବାଇବେଲ3 ଯଦି ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚ଼ାଲିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯଦି ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚ଼ାଲିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ; Gade chapit la |
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ତୁମ୍ଭମାନଙ୍କ ଦ୍ରବ୍ୟର ଏକ ଦଶମାଂଶ ଆମ୍ଭ ଭଣ୍ତାରକୁ ଆଣ ଯଦ୍ଦ୍ୱାରା କି ତୁମ୍ଭର ଗୃହରେ ଯଥେଷ୍ଟ ଖାଦ୍ୟ ରହିବ। ଆମ୍ଭକୁ ପରୀକ୍ଷା କର। ଯଦି ତୁମ୍ଭେମାନେ ଏହି କାର୍ଯ୍ୟ କର, ଆମ୍ଭେ ଆକାଶର ଝରକାସବୁ ଖୋଲିଦେବା ଏବଂ ତୁମ୍ଭ ଉପରେ ଆଶୀର୍ବାଦ ବୃଷ୍ଟି କରିବା। ପ୍ରତ୍ୟେକ ଦିଗରୁ ତୁମ୍ଭମାନଙ୍କର ଦରକାରଠାରୁ ଅଧିକ ତୁମ୍ଭେମାନେ ଲାଭ କରିବ।