ଲେବୀୟ ପୁସ୍ତକ 26:31 - ପବିତ୍ର ବାଇବଲ31 ଆମ୍ଭେ ତୁମ୍ଭର ନଗର ସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ର ସ୍ଥାନ ସକଳ ଶୂନ୍ୟ କରିବା। ଆଉ ଆମ୍ଭେ ତୁମ୍ଭମାନଙ୍କର ଦତ୍ତ ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)31 ଆମ୍ଭେ ତୁମ୍ଭମାନଙ୍କ ନଗରସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ର ସ୍ଥାନସକଳ ଶୂନ୍ୟ କରିବା ଓ ଆମ୍ଭେ ତୁମ୍ଭମାନଙ୍କର (ଦତ୍ତ) ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ। Gade chapit laଓଡିଆ ବାଇବେଲ31 ଆମ୍ଭେ ତୁମ୍ଭମାନଙ୍କ ନଗରସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ର ସ୍ଥାନସକଳ ଶୂନ୍ୟ କରିବା ଓ ଆମ୍ଭେ ତୁମ୍ଭମାନଙ୍କର (ଦତ୍ତ) ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଆମ୍ଭେ ତୁମ୍ଭମାନଙ୍କ ନଗରସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ର ସ୍ଥାନସକଳ ଶୂନ୍ୟ କରିବା ଓ ଆମ୍ଭେ ତୁମ୍ଭମାନଙ୍କର (ଦତ୍ତ) ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ। Gade chapit la |
ଯେତେବେଳେ ସେମାନେ ପଗ୍ଭରିବେ, ‘ତୁମ୍ଭେ କାହିଁକି ଦୀର୍ଘନିଃଶ୍ୱାସ ଛାଡ଼ୁଛ?’ ସେତେବେଳେ ତୁମ୍ଭେ କହିବ, ‘ସମ୍ବାଦ ସକାଶେ, ତାହା ଆସୁଅଛି। ସେଥିରେ ସମସ୍ତଙ୍କ ଆତ୍ମା ଭୟରେ ତରଳି ଯିବ ଓ ସମସ୍ତଙ୍କ ହସ୍ତ ଭୟରେ ଦୁର୍ବଳ ହେବ। ପ୍ରତ୍ୟେକ ମନୁଷ୍ୟର ଆତ୍ମା ହତ ଉତ୍ସାହିତ ହେବ ଓ ସମସ୍ତଙ୍କ ଆଣ୍ଠୁ ଜଳପରି ହେବ।’ ଏବଂ ଦେଖ, ସେହି ସମୟ ଆସୁଅଛି ଓ ତାହା ସିଦ୍ଧ ହେବ।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।
ତୁମ୍ଭମାନଙ୍କର ବସତିସବୁ ଓ ନଗରଗୁଡ଼ିକ ଭାଙ୍ଗି ଦିଆଯିବ ଓ ଉଚ୍ଚସ୍ଥଳୀସବୁ ଧ୍ୱଂସ କରାଯିବ। ଯାହା ଫଳରେ ତୁମ୍ଭମାନଙ୍କର ଯଜ୍ଞବେଦି କେବେ ପୁଣି ବ୍ୟବହାର ହେବ ନାହିଁ ଓ ତାହା ଭଗ୍ନ ହୋଇ ପଡ଼ି ରହିବ ଓ ତୁମ୍ଭର ମୂର୍ତ୍ତିସବୁ ଚୂର୍ଣ୍ଣବିଚୂର୍ଣ୍ଣ ହେବ। ତୁମ୍ଭର ଧୂପବେଦି ଭଙ୍ଗାଯିବ ଓ ଦୂରରେ ମନୁଷ୍ୟ ନିର୍ମିତ ମୂର୍ତ୍ତିସବୁ ଓ ଅନ୍ୟାନ୍ୟ ବସ୍ତୁସବୁ ତୁମ୍ଭେ ତିଆରି କଲ, ସେଗୁଡ଼ିକ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରାଯିବ।