ଲେବୀୟ ପୁସ୍ତକ 26:39 - ପବିତ୍ର ବାଇବଲ39 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଦୁଃଖ ଭୋଗିବେ ଏବଂ ଶତ୍ରୁର ଦେଶରୁ ଉଚ୍ଛେଦ ହେବେ ନିଜ ଅପରାଧ ଯୋଗୁଁ ଓ ଆପଣା ପୂର୍ବପୁରୁଷମାନଙ୍କର ଅପରାଧ ହେତୁ ସେମାନେ କଷ୍ଟ ଭୋଗ କରିବେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)39 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ହେତୁରୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ। Gade chapit laଓଡିଆ ବାଇବେଲ39 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ସକାଶୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ସକାଶୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ। Gade chapit la |
ଏବଂ ବଞ୍ଚି ରହିଥିବା ଲୋକମାନଙ୍କୁ ଯେଉଁମାନଙ୍କୁ ଗୋଷ୍ଠୀୟମାନଙ୍କୁ ବନ୍ଦୀରୂପେ ନିଆଯିବ, ସେମାନେ ମୋତେ ମନେ ରଖିବେ ଏବଂ ଆମ୍ଭେ ସେମାନଙ୍କର ବ୍ୟଭିଗ୍ଭରୀ ହୃଦୟକୁ କିପରି ଦୁଃଖରେ ପୂର୍ଣ୍ଣ କଲୁ, ଯାହା ଆମ୍ଭଠାରୁ ଦୂରେଇ ଗଲା ଏବଂ ସେମାନଙ୍କର ବ୍ୟଭିଗ୍ଭରୀ ଆଖି ଯାହା ସେମାନଙ୍କର ମୂର୍ତ୍ତିସବୁକୁ ଅନୁସରଣ କଲା। ସେମାନେ ନିଜେ କରିଥିବା କୁକର୍ମ ପାଇଁ ଓ ସେମାନଙ୍କର ଘୃଣ୍ୟ ବ୍ୟବହାର ପାଇଁ ନିଜକୁ ଘୃଣା କରିବେ।
କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସେବା କରିବ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ। ମୋର ଲୋକମାନେ ଅନ୍ୟ ଦେବତାଗଣର ସେବା କରିବେ ଏହା ମୁଁ ଘୃଣା କରେ। ଯେଉଁମାନେ ମୋତେ ଘୃଣା କରନ୍ତି ସେମାନେ ମୋର ଶତ୍ରୁରେ ଗଣାଯା’ନ୍ତି ଏବଂ ମୁଁ ସେମାନଙ୍କୁ ସେମାନଙ୍କର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଶାସ୍ତି ବିଧାନ କରିବି।
ଆମ୍ଭେମାନେ ନିଜ ଲଜ୍ଜାରେ ଅବନତ ହେଉ। ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ। କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ବାଲ୍ୟକାଳରୁ ଅଦ୍ୟାବଧି ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟକୁ ଅବମାନନା କରିଅଛୁ।’”