ଲେବୀୟ ପୁସ୍ତକ 26:7 - ପବିତ୍ର ବାଇବଲ7 “ତୁମ୍ଭେମାନେ ତୁମ୍ଭମାନଙ୍କ ଶତ୍ରୁକୁ ଘଉଡ଼ାଇ ଦେବ। ସେମାନେ ତୁମ୍ଭମାନଙ୍କର ଖଡ଼୍ଗରେ ଧରାଶାୟୀ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆଉ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କୁ ଘଉଡ଼ାଇ ଦେବ ଓ ସେମାନେ ତୁମ୍ଭମାନଙ୍କ ଆଗେ ଖଡ଼୍ଗରେ ପଡ଼ିବେ। Gade chapit laଓଡିଆ ବାଇବେଲ7 ଆଉ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କୁ ଘଉଡ଼ାଇ ଦେବ ଓ ସେମାନେ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କୁ ଘଉଡ଼ାଇ ଦେବ ଓ ସେମାନେ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ। Gade chapit la |
ଏଥିରେ ଯୋନାଥନ ନିଜର ହାତ ଓ ଗୋଡ଼ ଦେଇ ଉପରକୁ ଉଠିଗଲେ ଓ ତାହାର ସାହାଯ୍ୟକାରୀ ତାଙ୍କ ପଛେ ପଛେ ଗଲା। ସେମାନେ ସେହି ପଲେଷ୍ଟୀୟମାନଙ୍କୁ ଆକ୍ରମଣ କଲେ, ଯୋନାଥନ ଆକ୍ରମଣ କଲେ ଓ ଯେଉଁମାନେ ଆଗରେ ଥିଲେ ସେମାନଙ୍କୁ ହତ୍ୟା କଲେ ଏବଂ ତାଙ୍କର ସାହାଯ୍ୟକାରୀ ପଛରେ ଯୋନାଥନଙ୍କ ଦ୍ୱାରା ଆହତ ହୋଇଥିବା ଲୋକମାନଙ୍କୁ ହତ୍ୟା କଲା। ଅଧା ଏକର ଜମିରେ ଯୋନାଥନ ଏବଂ ତାଙ୍କର ସାହାଯ୍ୟକାରୀ ପ୍ରଥମେ ଆକ୍ରମଣ ସମୟରେ କୋଡ଼ିଏ ଜଣଙ୍କୁ ହତ୍ୟା କଲେ।