Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 27:10 - ପବିତ୍ର ବାଇବଲ

10 କାରଣ ସେହି ପଶୁଟି ସଦାପ୍ରଭୁଙ୍କ ପାଇଁ ଉପହାର। ସେ ଅନ୍ୟ ଗୋଟିଏ ବଦଳରେ ତାକୁ ବଦଳ କରିବା ଉଚିତ୍ ନୁହେଁ। ଯଦି ଜଣେ ବ୍ୟକ୍ତି ଗୋଟିଏ ପଶୁକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରତିଜ୍ଞାରୂପେ ବଳିଦାନ କରେ, ତେବେ ସେ ତା’ ବଦଳରେ ଅନ୍ୟ ପଶୁ ବଦଳାଇ ପାରିବ ନାହିଁ। ସେ ଭଲ ପଶୁ ବଦଳରେ ମନ୍ଦ ପଶୁ କି ମନ୍ଦ ବଦଳରେ ଭଲ ପଶୁ ବଦଳାଇବା ଉଚିତ୍ ନୁହେଁ। ଯଦି ସେ ବଦଳାଇବାକୁ ଚେଷ୍ଟା କରେ, ତେବେ ଦୁଇଟି ପଶୁ ସଦାପ୍ରଭୁଙ୍କ ନିମନ୍ତେ ପବିତ୍ର ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେ ତାହା ଅନ୍ୟଥା କି ପରିବର୍ତ୍ତନ କରିବ ନାହିଁ। ମନ୍ଦ ପାଲଟେ ଭଲ, କି ଭଲ ପାଲଟେ ମନ୍ଦ ଦେବ ନାହିଁ; ଯେବେ ସେ କୌଣସିମତେ ପଶୁର ପାଲଟେ ପଶୁ ଦେବ, ତେବେ ତାହା ଓ ତହିଁ ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ।

Gade chapit la Kopi

ଓଡିଆ ବାଇବେଲ

10 ସେ ତାହା ଅନ୍ୟଥା କି ପରିବର୍ତ୍ତନ କରିବ ନାହିଁ; ମନ୍ଦ ପାଲଟେ ଭଲ, କି ଭଲ ପାଲଟେ ମନ୍ଦ ଦେବ ନାହିଁ; ଯଦି ସେ କୌଣସିମତେ ପଶୁର ପାଲଟେ ପଶୁ ଦେବ, ତେବେ ତାହା ଓ ତହିଁ ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେ ତାହା ଅନ୍ୟଥା କି ପରିବର୍ତ୍ତନ କରିବ ନାହିଁ; ମନ୍ଦ ପାଲଟେ ଭଲ, କି ଭଲ ପାଲଟେ ମନ୍ଦ ଦେବ ନାହିଁ; ଯଦି ସେ କୌଣସିମତେ ପଶୁର ପାଲଟେ ପଶୁ ଦେବ, ତେବେ ତାହା ଓ ତହିଁ ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ।

Gade chapit la Kopi




ଲେବୀୟ ପୁସ୍ତକ 27:10
5 Referans Kwoze  

“କେତେକ ପ୍ରକାର ପଶୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରାଯାଇ ପାରିବ, ସେହି ପଶୁଗୁଡ଼ିକ ମଧ୍ୟରୁ ଯଦି କେହି ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବାକୁ ଶପଥ କରେ, ସେହି ପଶୁ ସଦାପ୍ରଭୁଙ୍କ ପାଇଁ ପବିତ୍ର ହୋଇଥିବ।


“କେତେକ ପ୍ରାଣୀ ଅଛନ୍ତି ଯାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରାଯାଇ ପାରିବ ନାହିଁ। ସେପରି ଅଶୁଚି ପଶୁ ହୋଇଥିଲେ ଯାଜକ ସମ୍ମୁଖକୁ ଅଣାଯିବ।


ସେମାନେ ସେହି ଭୂମିରୁ କିଛି ବିକ୍ରୟ କରିବେ ନାହିଁ କି ତାହା ପରିବର୍ତ୍ତନ କରିବେ ନାହିଁ। ଏହା ଭୂମିର ସବୁଠୁ ଉତ୍ତମ ଅଂଶ, ଆଉ ତାହା ହାତେ ମଧ୍ୟ ପରିବର୍ତ୍ତିତ ହେବ ନାହିଁ। କାରଣ ଏହା ସଦାପ୍ରଭୁଙ୍କୁ ଉତ୍ସର୍ଗିକୃତ ହୋଇଅଛି।


Swiv nou:

Piblisite


Piblisite