Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 27:11 - ପବିତ୍ର ବାଇବଲ

11 “କେତେକ ପ୍ରାଣୀ ଅଛନ୍ତି ଯାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରାଯାଇ ପାରିବ ନାହିଁ। ସେପରି ଅଶୁଚି ପଶୁ ହୋଇଥିଲେ ଯାଜକ ସମ୍ମୁଖକୁ ଅଣାଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ ଯାହା ଦ୍ଵାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରାଯାଏ ନାହିଁ, ଏପରି କୌଣସି ଅଶୁଚି ପଶୁ ଯେବେ ଦିଆଯାଏ, ତେବେ ସେ ସେହି ପଶୁକୁ ଯାଜକ ସମ୍ମୁଖରେ ଉପସ୍ଥିତ କରିବ।

Gade chapit la Kopi

ଓଡିଆ ବାଇବେଲ

11 ଆଉ ଯାହା ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରାଯାଏ ନାହିଁ, ଏପରି କୌଣସି ଅଶୁଚି ପଶୁ ଯଦି ଦିଆଯାଏ, ତେବେ ସେ ସେହି ପଶୁକୁ ଯାଜକ ସମ୍ମୁଖରେ ଉପସ୍ଥିତ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ ଯାହା ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରାଯାଏ ନାହିଁ, ଏପରି କୌଣସି ଅଶୁଚି ପଶୁ ଯଦି ଦିଆଯାଏ, ତେବେ ସେ ସେହି ପଶୁକୁ ଯାଜକ ସମ୍ମୁଖରେ ଉପସ୍ଥିତ କରିବ।

Gade chapit la Kopi




ଲେବୀୟ ପୁସ୍ତକ 27:11
4 Referans Kwoze  

“କେତେକ ଲୋକ ଅଛନ୍ତି ଯେଉଁମାନେ ଶପଥ ନିଅନ୍ତି, ଭଲ ସୁସ୍ଥ ପଶୁକୁ ବଳିଦେବା ପାଇଁ, କିନ୍ତୁ ଶେଷରେ ସେମାନେ ରୁ‌ଗ୍‌ଣ ପଶୁକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି। ସେଥିପାଇଁ ସେମାନେ ଅଭିଶପ୍ତ ହେବେ। ଆମ୍ଭେ ଜଣେ ମହାନ ରାଜା ଅଟୁ। ଆମ୍ଭକୁ ତୁମ୍ଭେମାନେ ସମ୍ମାନ କରିବା ଉଚିତ୍ ଓ ସମଗ୍ର ବିଶ୍ୱ ଆମ୍ଭକୁ ଭୟ ଓ ସମ୍ମାନ କରିବା ଉଚିତ୍।” ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।


ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଗୃହକୁ ଆଣିବ ନାହିଁ। କାରଣ ସେ ଉଭୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଘୃଣ୍ୟ ଅଟନ୍ତି।


କାରଣ ସେହି ପଶୁଟି ସଦାପ୍ରଭୁଙ୍କ ପାଇଁ ଉପହାର। ସେ ଅନ୍ୟ ଗୋଟିଏ ବଦଳରେ ତାକୁ ବଦଳ କରିବା ଉଚିତ୍ ନୁହେଁ। ଯଦି ଜଣେ ବ୍ୟକ୍ତି ଗୋଟିଏ ପଶୁକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରତିଜ୍ଞାରୂପେ ବଳିଦାନ କରେ, ତେବେ ସେ ତା’ ବଦଳରେ ଅନ୍ୟ ପଶୁ ବଦଳାଇ ପାରିବ ନାହିଁ। ସେ ଭଲ ପଶୁ ବଦଳରେ ମନ୍ଦ ପଶୁ କି ମନ୍ଦ ବଦଳରେ ଭଲ ପଶୁ ବଦଳାଇବା ଉଚିତ୍ ନୁହେଁ। ଯଦି ସେ ବଦଳାଇବାକୁ ଚେଷ୍ଟା କରେ, ତେବେ ଦୁଇଟି ପଶୁ ସଦାପ୍ରଭୁଙ୍କ ନିମନ୍ତେ ପବିତ୍ର ହେବେ।


ପୁଣି ସେହି ପଶୁ ଭଲ ହେଉ କି ମନ୍ଦ ହେଉ ଯାଜକ ତହିଁର ମୂଲ୍ୟ ନିରୂପଣ କରିବ। ଯାଜକର ନିରୂପିତ ମୂଲ୍ୟ ଅନୁସାରେ ତାହାର ମୂଲ୍ୟ ହେବ।


Swiv nou:

Piblisite


Piblisite