Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 27:12 - ପବିତ୍ର ବାଇବଲ

12 ପୁଣି ସେହି ପଶୁ ଭଲ ହେଉ କି ମନ୍ଦ ହେଉ ଯାଜକ ତହିଁର ମୂଲ୍ୟ ନିରୂପଣ କରିବ। ଯାଜକର ନିରୂପିତ ମୂଲ୍ୟ ଅନୁସାରେ ତାହାର ମୂଲ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ସେହି ପଶୁ ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ତୁମ୍ଭର, ଅର୍ଥାତ୍, ଯାଜକର ନିରୂପଣ ଅନୁସାରେ ତହିଁର ମୂଲ୍ୟ ହେବ।

Gade chapit la Kopi

ଓଡିଆ ବାଇବେଲ

12 ପୁଣି ସେହି ପଶୁ ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ତୁମ୍ଭର, ଅର୍ଥାତ୍‍, ଯାଜକର ନିରୂପଣ ଅନୁସାରେ ତହିଁର ମୂଲ୍ୟ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି ସେହି ପଶୁ ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ତୁମ୍ଭର, ଅର୍ଥାତ୍‍, ଯାଜକର ନିରୂପଣ ଅନୁସାରେ ତହିଁର ମୂଲ୍ୟ ହେବ।

Gade chapit la Kopi




ଲେବୀୟ ପୁସ୍ତକ 27:12
4 Referans Kwoze  

“କେତେକ ପ୍ରାଣୀ ଅଛନ୍ତି ଯାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରାଯାଇ ପାରିବ ନାହିଁ। ସେପରି ଅଶୁଚି ପଶୁ ହୋଇଥିଲେ ଯାଜକ ସମ୍ମୁଖକୁ ଅଣାଯିବ।


ଯଦି ସେ ଲୋକ କୌଣସି ମତେ ତାକୁ ଫେରାଇ ନେବାକୁ ଇଚ୍ଛା କରେ, ତେବେ ସେ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ହେବ।


ତେବେ ଯାଜକ ତା'ର ନିରୂପିତ ମୂଲ୍ୟ ଅନୁସାରେ ମହୋଲ୍ଲାସ-ଉତ୍ସବ ବର୍ଷ ପର୍ଯ୍ୟନ୍ତ ତାହା ପାଇଁ ଗଣନା କରିବ, ପୁଣି ସେ ସେହି ଦିନ ତା'ର ନିରୂପିତ ମୂଲ୍ୟ ଦେବ। ସେହି କ୍ଷେତ୍ର ସଦାପ୍ରଭୁଙ୍କ ପବିତ୍ର ବସ୍ତୁତୁଲ୍ୟ ହେବ।


ଅନନ୍ତର ଯୋୟାଶ୍ ଯାଜକମାନଙ୍କୁ କହିଲେ, “ସଦାପ୍ରଭୁଙ୍କ ମନ୍ଦିରରେ ଅଧିକ ଟଙ୍କା ରହିଛି, ଯାହାକୁ ଲୋକମାନେ ଆଣିଲେ। ସେମାନେ ଜନ ଗଣନା ସମୟରେ କର ଦେଲେ। ସେମାନେ ସେମାନଙ୍କର ଅନୁସାରେ ମୁଦ୍ରା ଦେଲେ। ଲୋକମାନଙ୍କଠାରୁ ପ୍ରତ୍ୟେକ ନିରୂପିତ ମୁଦ୍ରା ପ୍ରାପ୍ତ କରି, ଯିଏ ସେବା କରିଛି। ମନ୍ଦିରର ଭଗ୍ନସ୍ଥଳର ମରାମତିରେ ଯାଜକମାନେ ମୁଦ୍ରା ବ୍ୟବହାର କରନ୍ତୁ।”


Swiv nou:

Piblisite


Piblisite