ଲେବୀୟ ପୁସ୍ତକ 27:13 - ପବିତ୍ର ବାଇବଲ13 ଯଦି ସେ ଲୋକ କୌଣସି ମତେ ତାକୁ ଫେରାଇ ନେବାକୁ ଇଚ୍ଛା କରେ, ତେବେ ସେ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)13 ମାତ୍ର ଯେବେ ସେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ। Gade chapit laଓଡିଆ ବାଇବେଲ13 ମାତ୍ର, ଯଦି ସେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମାତ୍ର, ଯଦି ସେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ। Gade chapit la |
କାରଣ ସେହି ପଶୁଟି ସଦାପ୍ରଭୁଙ୍କ ପାଇଁ ଉପହାର। ସେ ଅନ୍ୟ ଗୋଟିଏ ବଦଳରେ ତାକୁ ବଦଳ କରିବା ଉଚିତ୍ ନୁହେଁ। ଯଦି ଜଣେ ବ୍ୟକ୍ତି ଗୋଟିଏ ପଶୁକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରତିଜ୍ଞାରୂପେ ବଳିଦାନ କରେ, ତେବେ ସେ ତା’ ବଦଳରେ ଅନ୍ୟ ପଶୁ ବଦଳାଇ ପାରିବ ନାହିଁ। ସେ ଭଲ ପଶୁ ବଦଳରେ ମନ୍ଦ ପଶୁ କି ମନ୍ଦ ବଦଳରେ ଭଲ ପଶୁ ବଦଳାଇବା ଉଚିତ୍ ନୁହେଁ। ଯଦି ସେ ବଦଳାଇବାକୁ ଚେଷ୍ଟା କରେ, ତେବେ ଦୁଇଟି ପଶୁ ସଦାପ୍ରଭୁଙ୍କ ନିମନ୍ତେ ପବିତ୍ର ହେବେ।