Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 27:17 - ପବିତ୍ର ବାଇବଲ

17 ଯଦି ଜଣେ ମନୁଷ୍ୟ ମହୋଲ୍ଲାସ-ଉତ୍ସବ ବର୍ଷରେ ଆପଣା କ୍ଷେତ୍ର ଉତ୍ସର୍ଗ କରେ, ତେବେ ଯାଜକର ନିରୂପିତ ମୂଲ୍ୟ ଅନୁସାରେ ତାହାର ମୂଲ୍ୟ ସ୍ଥିର ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଯେବେ ସେ ଯୋବେଲ-ବର୍ଷଠାରୁ ଆପଣା କ୍ଷେତ୍ର ପ୍ରତିଷ୍ଠା କରେ, ତେବେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ସ୍ଥିର ହେବ।

Gade chapit la Kopi

ଓଡିଆ ବାଇବେଲ

17 ଯଦି ସେ ଯୁବ୍‍ଲୀ ବର୍ଷଠାରୁ ଆପଣା କ୍ଷେତ୍ର ଶୁଚି କରେ, ତେବେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ସ୍ଥିର ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଯଦି ସେ ଯୋବେଲ ବର୍ଷଠାରୁ ଆପଣା କ୍ଷେତ୍ର ଶୁଚି କରେ, ତେବେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ସ୍ଥିର ହେବ।

Gade chapit la Kopi




ଲେବୀୟ ପୁସ୍ତକ 27:17
7 Referans Kwoze  

“ଯଦି କୌଣସି ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବା ପାଇଁ ନିଜର ଗୃହକୁ ଉତ୍ସର୍ଗ କରେ। ତେବେ ଗୃହଟି ତାହା ଭଲ ହେଉ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ। ଯାଜକ ନିରୂପିତ ମୂଲ୍ୟ ଅନୁସାରେ ତାହାର ମୂଲ୍ୟ ସ୍ଥିର ହେବ।


“ଆଉ ଯଦି କୌଣସି ମନୁଷ୍ୟ ଆପଣା ଅଧିକୃତ କ୍ଷେତ୍ରର କିଛି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ତେବେ ତାହାର ମୂଲ୍ୟ ନିରୂପଣ ତାହାର ବପନୀୟ ବିହନ ଅନୁସାରେ ହେବ; ଏକ ହୋମର-ପରିମିତ ଯବ-ବିହନର ମୂଲ୍ୟ ପଗ୍ଭଶ୍ ଶେକଲ ରୂପା ହେବ।


ମାତ୍ର ଯଦି ସେ ମହୋଲ୍ଲାସ-ଉତ୍ସବ ପରେ ଆପଣା କ୍ଷେତ୍ର ଉତ୍ସର୍ଗ କରେ, ତେବେ ଯାଜକ ମହୋଲ୍ଲାସ-ଉତ୍ସବ ବର୍ଷ ପର୍ଯ୍ୟନ୍ତ ଅବଶିଷ୍ଟ ବର୍ଷର ସଂଖ୍ୟା ଅନୁସାରେ ତା’ ସହିତ ମୂଲ୍ୟର ଗଣନା କରିବ। ପୁଣି ତଦନୁସାରେ ତା'ର ନିରୂପିତ ମୂଲ୍ୟରୁ ଊଣା କରାଯିବ।


ତହୁଁ ସପ୍ତମ ମାସର ଦଶମ ଦିନରେ ତୁମ୍ଭେ ମହାଶବ୍ଦକାରୀ ତୂରୀ ବଜାଇବ, ପ୍ରାୟଶ୍ଚିତ ଦିନରେ ତୁମ୍ଭେମାନେ ନିଜର ସମଗ୍ର ଦେଶରେ ତୂରୀ ବଜାଇବ।


ପୁଣି ତୁମ୍ଭେ ପଗ୍ଭଶତମ ବର୍ଷକୁ ପବିତ୍ରରୂପେ ବିବେଚନା କରିବ। ସମୁଦାୟ ଦେଶରେ ପ୍ରତ୍ୟେକ ବାସିନ୍ଦାମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ। ତାହା ତୁମ୍ଭମାନଙ୍କ ନିମନ୍ତେ ‘ଯୋବେଲ’ (ମହୋଲ୍ଲାସ ଉତ୍ସବ) ହେବ। ତୁମ୍ଭେମାନେ ସମସ୍ତେ ନିଜ ନିଜର ସମ୍ପତ୍ତି ନିକଟକୁ ଫେରିଯିବ ଓ ପ୍ରତ୍ୟେକ ନିଜ ନିଜ ବଂଶ ନିକଟକୁ ଫେରିଯିବ।


ସେହି ପଗ୍ଭଶତମ ବର୍ଷ ବ୍ୟାପି ତୁମ୍ଭମାନଙ୍କ ନିମନ୍ତେ ଯୋବେଲ ହେବ। ତୁମ୍ଭେମାନେ କ୍ଷେତ୍ରରେ ଶସ୍ୟ ବୁଣିବ ନାହିଁ କିମ୍ବା ଆପେ ବଢ଼ିଥିବା ଶସ୍ୟ କାଟିବ ନାହିଁ ଓ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ।


ସେ ମହୋଲ୍ଲାସ-ଉତ୍ସବ ବର୍ଷରେ ପ୍ରତ୍ୟେକ ନିଜ ନିଜ ଅଧିକାରକୁ ଫେରିଯିବା ଉଚିତ୍।


Swiv nou:

Piblisite


Piblisite