Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 27:20 - ପବିତ୍ର ବାଇବଲ

20 ସେ ଯଦି କ୍ଷେତ୍ରକୁ ମୁକ୍ତ କରି ନ ପାରିଲେ ସେହି କ୍ଷେତ୍ରଟି ଯାଜକମାନଙ୍କର ହେବ। ଯଦି ସେହି କ୍ଷେତ୍ର ଅନ୍ୟକୁ ବିକ୍ରୟ କରାଯାଇଛି, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ମାତ୍ର ଯେବେ ସେ ଆପଣା କ୍ଷେତ୍ର ମୁକ୍ତ ନ କରେ, କିଅବା ଯେବେ ସେ ସେହି କ୍ଷେତ୍ର ଅନ୍ୟକୁ ବିକେ, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

20 ମାତ୍ର ଯଦି ସେ ଆପଣା କ୍ଷେତ୍ର ମୁକ୍ତ ନ କରେ, କିଅବା ଯଦି ସେ ସେହି କ୍ଷେତ୍ର ଅନ୍ୟକୁ ବିକ୍ରୟ କରେ, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ମାତ୍ର ଯଦି ସେ ଆପଣା କ୍ଷେତ୍ର ମୁକ୍ତ ନ କରେ, କିଅବା ଯଦି ସେ ସେହି କ୍ଷେତ୍ର ଅନ୍ୟକୁ ବିକ୍ରୟ କରେ, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ।

Gade chapit la Kopi




ଲେବୀୟ ପୁସ୍ତକ 27:20
3 Referans Kwoze  

ଯଦି ସେହି ବ୍ୟକ୍ତି ତା'ର କ୍ଷେତ୍ର ମୁକ୍ତ କରିବାକୁ ଇଚ୍ଛା କରିବ, ତେବେ ସେ କ୍ଷେତ୍ରମୂଲ୍ୟ ସହିତ ଆଉ ପଞ୍ଚମାଂଶ ଅଧିକ ମୂଲ୍ୟ ଯୋଗ କରିବ। ତହିଁରେ ସେ କ୍ଷେତ୍ର ତାହାର ହେବ।


ମାତ୍ର ସେହି କ୍ଷେତ୍ର ମହୋଲ୍ଲାସ-ଉତ୍ସବ ସମୟରେ ମୁକ୍ତ ହେଲେ ତାହା ବିଶେଷ ଉପହାର ତୁଲ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ ଓ ତହିଁରେ ଯାଜକର ଅଧିକାର ହେବ।


ମହୋଲ୍ଲାସ-ଉତ୍ସବ ବର୍ଷରେ ସେହି କ୍ଷେତ୍ର ପ୍ରକୃତ ଜମି ମାଲିକ ନିକଟକୁ ଫେରିଯିବ।


Swiv nou:

Piblisite


Piblisite