Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 27:22 - ପବିତ୍ର ବାଇବଲ

22 “ଯଦି କେହି ଆପଣା ସମ୍ପତ୍ତି ନୁହେଁ, ମାତ୍ର ତାକୁ କିଣି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠା କରେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଆଉ ଯେଉଁ କ୍ଷେତ୍ର ଆପଣାର ସମ୍ପତ୍ତି ନୁହେଁ , ତାହା କେହି ଯେବେ କିଣି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠା କରେ;

Gade chapit la Kopi

ଓଡିଆ ବାଇବେଲ

22 ଆଉ ଯେଉଁ କ୍ଷେତ୍ର ଆପଣାର ସମ୍ପତ୍ତି ନୁହେଁ, ତାହା କେହି ଯଦି କ୍ରୟ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ ଯେଉଁ କ୍ଷେତ୍ର ଆପଣାର ସମ୍ପତ୍ତି ନୁହେଁ, ତାହା କେହି ଯଦି କ୍ରୟ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ;

Gade chapit la Kopi




ଲେବୀୟ ପୁସ୍ତକ 27:22
5 Referans Kwoze  

ଯଦି ତୁମ୍ଭର ଭ୍ରାତା ଅତି ଦରିଦ୍ର ହୋଇ ନିଜର ଭୂମି ବିକ୍ରୟ କରେ ତେବେ ତାହାର ମୁକ୍ତିକର୍ତ୍ତା ନିକଟ ସମ୍ପର୍କୀୟ ଆସି ନିଜର ଭ୍ରାତାର ବିକ୍ରୀତ ଭୂମି ମୁକ୍ତ କରି ନେବ।


ପୁଣି ତୁମ୍ଭେ ପଗ୍ଭଶତମ ବର୍ଷକୁ ପବିତ୍ରରୂପେ ବିବେଚନା କରିବ। ସମୁଦାୟ ଦେଶରେ ପ୍ରତ୍ୟେକ ବାସିନ୍ଦାମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ। ତାହା ତୁମ୍ଭମାନଙ୍କ ନିମନ୍ତେ ‘ଯୋବେଲ’ (ମହୋଲ୍ଲାସ ଉତ୍ସବ) ହେବ। ତୁମ୍ଭେମାନେ ସମସ୍ତେ ନିଜ ନିଜର ସମ୍ପତ୍ତି ନିକଟକୁ ଫେରିଯିବ ଓ ପ୍ରତ୍ୟେକ ନିଜ ନିଜ ବଂଶ ନିକଟକୁ ଫେରିଯିବ।


“ଯଦି କୌଣସି ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବା ପାଇଁ ନିଜର ଗୃହକୁ ଉତ୍ସର୍ଗ କରେ। ତେବେ ଗୃହଟି ତାହା ଭଲ ହେଉ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ। ଯାଜକ ନିରୂପିତ ମୂଲ୍ୟ ଅନୁସାରେ ତାହାର ମୂଲ୍ୟ ସ୍ଥିର ହେବ।


ମାତ୍ର ସେହି କ୍ଷେତ୍ର ମହୋଲ୍ଲାସ-ଉତ୍ସବ ସମୟରେ ମୁକ୍ତ ହେଲେ ତାହା ବିଶେଷ ଉପହାର ତୁଲ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ ଓ ତହିଁରେ ଯାଜକର ଅଧିକାର ହେବ।


ତେବେ ଯାଜକ ତା'ର ନିରୂପିତ ମୂଲ୍ୟ ଅନୁସାରେ ମହୋଲ୍ଲାସ-ଉତ୍ସବ ବର୍ଷ ପର୍ଯ୍ୟନ୍ତ ତାହା ପାଇଁ ଗଣନା କରିବ, ପୁଣି ସେ ସେହି ଦିନ ତା'ର ନିରୂପିତ ମୂଲ୍ୟ ଦେବ। ସେହି କ୍ଷେତ୍ର ସଦାପ୍ରଭୁଙ୍କ ପବିତ୍ର ବସ୍ତୁତୁଲ୍ୟ ହେବ।


Swiv nou:

Piblisite


Piblisite