ଲେବୀୟ ପୁସ୍ତକ 27:26 - ପବିତ୍ର ବାଇବଲ26 “ପଶୁମାନଙ୍କ ମଧ୍ୟରୁ ଗୋରୁ ହେଉ କି ମେଷ ହେଉ ପ୍ରଥମଜାତ ସର୍ବଦା ସଦାପ୍ରଭୁଙ୍କର। ତାକୁ କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରି ପାରିବେ ନାହିଁ। କାରଣ ତାହା ଆଗରୁ ସଦାପ୍ରଭୁଙ୍କର ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)26 ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ପ୍ରତିଷ୍ଠା କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ। Gade chapit laଓଡିଆ ବାଇବେଲ26 ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ଶୁଚି କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ଶୁଚି କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ। Gade chapit la |