Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 27:29 - ପବିତ୍ର ବାଇବଲ

29 “ମନୁଷ୍ୟ ମଧ୍ୟରେ ଯେ ବର୍ଜିତ ହେବ, ସେ କେବେ ମୁକ୍ତ ହୋଇ ପାରିବ ନାହିଁ, ସେ ନିଶ୍ଚିନ୍ତ ହତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ମନୁଷ୍ୟମାନଙ୍କ ମଧ୍ୟରେ ଯେ ବର୍ଜିତ ହେବ, ଏପରି ବର୍ଜିତ କେହି ମୁକ୍ତ କରାଯିବ ନାହିଁ; ସେ ନିତା; ହତ ହେବ।

Gade chapit la Kopi

ଓଡିଆ ବାଇବେଲ

29 ମନୁଷ୍ୟମାନଙ୍କ ମଧ୍ୟରେ ଯେ ଦଣ୍ଡିତ ହେବା ନିମନ୍ତେ ଉତ୍ସର୍ଗିତ ହେବ, ଏପରି ଉତ୍ସର୍ଗିତ କେହି ମୁକ୍ତ କରାଯିବ ନାହିଁ; ସେ ନିତାନ୍ତ ହତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ମନୁଷ୍ୟମାନଙ୍କ ମଧ୍ୟରେ ଯେ ଦଣ୍ଡିତ ହେବା ନିମନ୍ତେ ଉତ୍ସର୍ଗିତ ହେବ, ଏପରି ଉତ୍ସର୍ଗିତ କେହି ମୁକ୍ତ କରାଯିବ ନାହିଁ; ସେ ନିତାନ୍ତ ହତ ହେବ।

Gade chapit la Kopi




ଲେବୀୟ ପୁସ୍ତକ 27:29
7 Referans Kwoze  

“ଯଦି କୌଣସି ବ୍ୟକ୍ତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶେଷ ଉପହାର ଉତ୍ସର୍ଗ କରେ, ଏହା ବ୍ୟକ୍ତି, ପଶୁ କିମ୍ବା ଖଣ୍ଡେ ଜାଗା ହୋଇପାରେ। ତାହା ସଦାପ୍ରଭୁଙ୍କର ଅଧିକୃତ ବସ୍ତୁ ତାହା ବିକ୍ରୀ ବା ମୁକ୍ତ ହେବ ନାହିଁ। ପ୍ରତ୍ୟେକ ଜିନିଷ ଗୋଟିଏ ମହାନ୍ ଉପହାର ସଦାପ୍ରଭୁଙ୍କ ପାଇଁ ଅତି ପବିତ୍ର ଅଟେ।


“ଭୂମିର ଶସ୍ୟ ହେଉ କି ବୃକ୍ଷର ଫଳ ହେଉ, ଉତ୍ପନ୍ନ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ। ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।


ବର୍ତ୍ତମାନ ଅମାଲେକୀୟ ବିରୁଦ୍ଧରେ ଯୁଦ୍ଧ ଘୋଷଣା କର। ତୁମ୍ଭେ ନିଶ୍ଚିତଭାବେ ଅମାଲେକୀୟମାନଙ୍କର ସର୍ବସ୍ୱ ଧ୍ୱଂସ କରି ପାରିବ। ତୁମ୍ଭେ କିଛି ଜୀବନ୍ତ ଛାଡ଼ି ଆସିବ ନାହିଁ। ତୁମ୍ଭେ ସମସ୍ତ ପୁରୁଷ, ସ୍ତ୍ରୀ, ଛୋଟପିଲା ଏପରିକି ଶିଶୁଛୁଆକୁ ମଧ୍ୟ ହତ୍ୟା କରିବ। ଆହୁରି ମଧ୍ୟ ସେମାନଙ୍କର ଗାଈ, ମେଣ୍ଢା, ଓଟ ଓ ଗଧମାନଙ୍କୁ ହତ୍ୟା କରିବ।’”


ସେ ଅମାଲେକୀୟ ରାଜା ଆଗା‌ଗ୍‌କୁ ଜୀବନ୍ତ ଧରିଲେ। କିନ୍ତୁ ତାଙ୍କ ସେନାବୀହିନୀର ଅନ୍ୟ ସମସ୍ତଙ୍କୁ ହତ୍ୟା କଲେ।


ତତ୍ପରେ ସେ ଭବିଷ୍ୟ‌ଦ୍‌ବକ୍ତା ରାଜାଙ୍କୁ କହିଲେ, “ସଦାପ୍ରଭୁ ଏହିକଥା କହନ୍ତି, ‘ଆମ୍ଭେ ଯେଉଁ ଲୋକକୁ ବିନାଶାର୍ଥେ ଦେଇଥିଲୁ, ତୁମ୍ଭେ ତାକୁ ଆପଣା ହସ୍ତରେ ଛାଡ଼ିଅଛ। ଏଣୁ ତା'ର ପ୍ରାଣ ବଦଳରେ ତୁମ୍ଭର ପ୍ରାଣ ଯିବ। ଆଉ ତାହାର ଲୋକମାନଙ୍କ ବଦଳରେ ତୁମ୍ଭର ଲୋକମାନେ ଯିବେ।’”


Swiv nou:

Piblisite


Piblisite