Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 27:32 - ପବିତ୍ର ବାଇବଲ

32 “ପୁଣି ଗୋମେଷାଦି ପଲରୁ ଦଶମାଂଶ ଯାଜକ ନେବ। ପ୍ରତି ଦଶ ଗୋଟିରେ ଗୋଟିଏ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ପୁଣି ଗୋମେଷାଦି ପଲର ଦଶମାଂଶ, ଅର୍ଥାତ୍, ପାଞ୍ଚଣ-ତଳ ଦେଇ ଗମନକାରୀ ସବୁ ପଶୁ ମଧ୍ୟରେ ପ୍ରତ୍ୟେକ ଦଶମ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।

Gade chapit la Kopi

ଓଡିଆ ବାଇବେଲ

32 ପୁଣି ଗୋମେଷାଦି ପଲର ଦଶମାଂଶ, ଅର୍ଥାତ୍‍, ପାଞ୍ଚଣ ତଳ ଦେଇ ଗମନକାରୀ ସବୁ ପଶୁ ମଧ୍ୟରେ ପ୍ରତ୍ୟେକ ଦଶମ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ପୁଣି ଗୋମେଷାଦି ପଲର ଦଶମାଂଶ, ଅର୍ଥାତ୍‍, ପାଞ୍ଚଣ ତଳ ଦେଇ ଗମନକାରୀ ସବୁ ପଶୁ ମଧ୍ୟରେ ପ୍ରତ୍ୟେକ ଦଶମ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।

Gade chapit la Kopi




ଲେବୀୟ ପୁସ୍ତକ 27:32
6 Referans Kwoze  

ସଦାପ୍ରଭୁ କହନ୍ତି, ପାର୍ବତୀୟ ଦେଶର ନଗର ସମୂହରେ, ନିମ୍ନଭୂମିର ନଗରମାନଙ୍କରେ, ଦକ୍ଷିଣଦିଗସ୍ଥ ସକଳ ନଗରରେ, ବିନ୍ୟାମୀନ ଦେଶରେ, ଯିରୁଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳରେ ଓ ଯିହୁଦାର ନଗରମାନଙ୍କରେ ଲୋକମାନେ ସେମାନଙ୍କର ମେଷପଲକୁ ଗଣନା କରିବେ।”


“ଆଉ ଆମ୍ଭେ ତୁମ୍ଭମାନଙ୍କୁ ପାଞ୍ଚଣ ତଳେ ଗମନ କରାଇବୁ ଓ ତୁମ୍ଭମାନଙ୍କୁ ଚୁକ୍ତି ବନ୍ଧନରେ ଆବଦ୍ଧ କରିବୁ।


ତେଣୁ ଅଧିକାର ଦ୍ୱାରା ତୁମ୍ଭର ଲୋକମାନଙ୍କୁ ଶାସନ କର। ତୁମ୍ଭ ରାଜ୍ୟର ଯତ୍ନ ନିଅ। ସେହି ଜାତି ଏକାକୀ ଜଙ୍ଗଲ ଓ କର୍ମିଲ ପର୍ବତ ଉପରେ ବାସ କରିବେ। ସେମାନେ ପୂର୍ବପରି ବାଶନ ଓ ଗଲିୟଦରୁ ଶସ୍ୟ ଉତ୍ପାଦନ କରି ଭୋଜନ କରିବେ।


ଯଦି କେହି ସେ ଦଶମାଂଶରୁ କିଛି ମୁକ୍ତ କରିବାକୁ ଇଚ୍ଛା କରେ ତେବେ ସେ ତହିଁର ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ।


ମୁଁ ଏହି ପଥରଖଣ୍ଡକୁ ଏକ ସ୍ମରଣାର୍ଥକ ପ୍ରସ୍ତର ରୂପେ ସ୍ଥାପନ କରିଅଛି। ଏହା ପରମେଶ୍ୱରଙ୍କର ଏକ ପବିତ୍ର ସ୍ଥାନ ହେବ। ଆଉ ତୁମ୍ଭେ ଯାହାସବୁ ମୋତେ ଦେବ, ତହିଁର ଦଶମାଂଶ ମୁଁ ତୁମ୍ଭକୁ ଅବଶ୍ୟ ଦେବି।”


“ପୁଣି ଇସ୍ରାଏଲର ଲୋକମାନେ ଯେଉଁ ଏକ ଦଶମାଂଶ ଦେବେ, ଲେବୀ ଗୋଷ୍ଠୀର ଲୋକମାନେ ଏହା ଉପଭୋଗ କରିବେ, ସମାଗମ-ତମ୍ବୁ ସମ୍ବନ୍ଧୀୟ ସେବାକାର୍ଯ୍ୟ ପାଇଁ ପରିଶୋଧରେ ମୁଁ ଏହା ଲେବୀୟମାନଙ୍କୁ ଦେଲି।


Swiv nou:

Piblisite


Piblisite