Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 27:5 - ପବିତ୍ର ବାଇବଲ

5 ଆଉ ପଞ୍ଚମ ବର୍ଷରୁ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ହେଲେ ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ପାଇଁ କୋଡ଼ିଏ ଶେକଲ ରୂପା ଓ ସ୍ତ୍ରୀ ପାଇଁ ଦଶ ଶେକଲ ରୂପା ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ ପାଞ୍ଚ ବର୍ଷଠାରୁ କୋଡ଼ିଏ ବର୍ଷ ବୟସ ପର୍ଯ୍ୟନ୍ତ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ କୋଡ଼ିଏ ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ରୂପା ହେବ।

Gade chapit la Kopi

ଓଡିଆ ବାଇବେଲ

5 ଆଉ ପାଞ୍ଚ ବର୍ଷଠାରୁ କୋଡ଼ିଏ ବର୍ଷ ବୟସ ପର୍ଯ୍ୟନ୍ତ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ କୋଡ଼ିଏ ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ରୂପା ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ ପାଞ୍ଚ ବର୍ଷଠାରୁ କୋଡ଼ିଏ ବର୍ଷ ବୟସ ପର୍ଯ୍ୟନ୍ତ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ କୋଡ଼ିଏ ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ରୂପା ହେବ।

Gade chapit la Kopi




ଲେବୀୟ ପୁସ୍ତକ 27:5
3 Referans Kwoze  

ଆଉ କୋଡ଼ିଏରୁ ଷାଠିଏ ବର୍ଷ ପର୍ଯ୍ୟନ୍ତ ସ୍ତ୍ରୀଲୋକର ନିରୂପିତ ମୂଲ୍ୟ ତିରିଶ୍ ଶେକଲ ରୂପା ହେବ।


ପୁଣି ଏକ ମାସଠାରୁ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ଶିଶୁ ହେଲେ ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପାଞ୍ଚ ଶେକଲ ରୂପା ଓ ସ୍ତ୍ରୀ ନିମନ୍ତେ ତିନି ଶେକଲ ରୂପା ହେବ।


ଯେତେବେଳେ ମିଦିୟନୀୟ ବଣିକମାନେ ସେମାନଙ୍କ ନିକଟକୁ ଆସିଲେ, ଭାଇମାନେ ଯୋଷେଫଙ୍କୁ କୂଅ ଭିତରୁ ବାହାର କରି ଆଣିଲେ ଏବଂ କୋଡ଼ିଏ ରୌପ୍ୟ ମୁଦ୍ରାରେ ବିକ୍ରୀ କରିଦେଲେ। ସେହି ବଣିକମାନେ ତାଙ୍କୁ ମିଶରକୁ ନେଇଗଲେ।


Swiv nou:

Piblisite


Piblisite