Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 27:6 - ପବିତ୍ର ବାଇବଲ

6 ପୁଣି ଏକ ମାସଠାରୁ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ଶିଶୁ ହେଲେ ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପାଞ୍ଚ ଶେକଲ ରୂପା ଓ ସ୍ତ୍ରୀ ନିମନ୍ତେ ତିନି ଶେକଲ ରୂପା ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ ଏକ ମାସଠାରୁ ପାଞ୍ଚ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପାଞ୍ଚ ଶେକଲ ରୂପା ହେବ ଓ ସ୍ତ୍ରୀ ନିମନ୍ତେ ତୁମ୍ଭର ନିରୂପିତ ମୂଲ୍ୟ ତିନି ଶେକଲ ରୂପା ହେବ।

Gade chapit la Kopi

ଓଡିଆ ବାଇବେଲ

6 ଆଉ ଏକ ମାସଠାରୁ ପାଞ୍ଚ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପାଞ୍ଚ ଶେକଲ ରୂପା ହେବ ଓ ସ୍ତ୍ରୀ ନିମନ୍ତେ ତୁମ୍ଭର ନିରୂପିତ ମୂଲ୍ୟ ତିନି ଶେକଲ ରୂପା ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ଏକ ମାସଠାରୁ ପାଞ୍ଚ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପାଞ୍ଚ ଶେକଲ ରୂପା ହେବ ଓ ସ୍ତ୍ରୀ ନିମନ୍ତେ ତୁମ୍ଭର ନିରୂପିତ ମୂଲ୍ୟ ତିନି ଶେକଲ ରୂପା ହେବ।

Gade chapit la Kopi




ଲେବୀୟ ପୁସ୍ତକ 27:6
5 Referans Kwoze  

ଆଉ ପଞ୍ଚମ ବର୍ଷରୁ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ହେଲେ ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ପାଇଁ କୋଡ଼ିଏ ଶେକଲ ରୂପା ଓ ସ୍ତ୍ରୀ ପାଇଁ ଦଶ ଶେକଲ ରୂପା ହେବ।


ପୁଣି ଷାଠିଏ ବର୍ଷରୁ ଅଧିକ ହେଲେ ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ପାଇଁ ପନ୍ଦର ଶେକଲ ରୂପା ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ରୂପା ହେବ।


ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭେ ମୁଣ୍ତ ପିଛା ପାଞ୍ଚ ଶେକଲ ନେବ। କୋଡ଼ିଏ ଗେରାରେ ଏକ ଶେକଲ।


Swiv nou:

Piblisite


Piblisite